Online Bible

- Reklamy -




2 ରାଜାବଳୀ 5:15 - ପବିତ୍ର ବାଇବଲ

15 ଏହା ପରେ ନାମାନ୍ ଓ ତା'ର ସମସ୍ତ ସାଥୀ ଲୋକମାନେ ଫେରି ଆସି ପରମେଶ୍ୱରଙ୍କ ଲୋକ ଇଲୀଶାୟ ସମ୍ମୁଖରେ ଆସି ଛିଡ଼ା ହେଲେ ଓ କହିଲେ, “ଦେଖନ୍ତୁ, ମୁଁ ଏବେ ବୁଝିଲି ଇସ୍ରାଏଲର ପରମେଶ୍ୱରଙ୍କ ଛଡ଼ା ସମଗ୍ର ପୃଥିବୀରେ ଆଉ ପରମେଶ୍ୱର କେହି ନାହାନ୍ତି। ତେଣୁ ମୁଁ ବିନୟ କରି କହୁଛି, ଆପଣ ଏ ଦାସଠାରୁ ଉପହାର ଗ୍ରହଣ କରନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଏଉତ୍ତାରେ ସେ ଓ ତାହାର ସଙ୍ଗୀ ସମସ୍ତେ ପରମେଶ୍ଵରଙ୍କ ଲୋକଙ୍କ ନିକଟକୁ ଫେରି ଆସି ତାଙ୍କ ସମ୍ମୁଖରେ ଠିଆ ହେଲେ; ଆଉ ସେ କହିଲା, ଦେଖନ୍ତୁ, ଏବେ ମୁଁ ଜାଣିଲି ଯେ, ଇସ୍ରାଏଲ ପରମେଶ୍ଵରଙ୍କ ଛଡ଼ା ସମୁଦାୟ ପୃଥିବୀରେ ପରମେଶ୍ଵର କେହି ନାହାନ୍ତି; ଏହେତୁ ଏବେ ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣା ଦାସଠାରୁ ଉପହାର ଗ୍ରହଣ କରନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

15 ଏଥିଉତ୍ତାରେ ନାମାନ୍‍ ଓ ତାହାର ସଙ୍ଗୀ ସମସ୍ତେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଫେରି ଆସି ତାଙ୍କ ସମ୍ମୁଖରେ ଠିଆ ହେଲେ; ଆଉ ନାମାନ୍‍ କହିଲା, “ଦେଖନ୍ତୁ, ଏବେ ମୁଁ ଜାଣିଲି ଯେ, ଇସ୍ରାଏଲ ପରମେଶ୍ୱରଙ୍କ ବ୍ୟତୀତ ସମୁଦାୟ ପୃଥିବୀରେ ପରମେଶ୍ୱର କେହି ନାହାନ୍ତି; ଏହେତୁ ଏବେ ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣା ଦାସଠାରୁ ଉପହାର ଗ୍ରହଣ କରନ୍ତୁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିଉତ୍ତାରେ ନାମାନ୍‍ ଓ ତାହାର ସଙ୍ଗୀ ସମସ୍ତେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଫେରିଆସି ତାଙ୍କ ସମ୍ମୁଖରେ ଠିଆ ହେଲେ; ଆଉ ନାମାନ୍‍ କହିଲା, “ଦେଖନ୍ତୁ, ଏବେ ମୁଁ ଜାଣିଲି ଯେ, ଇସ୍ରାଏଲ ପରମେଶ୍ୱରଙ୍କ ବ୍ୟତୀତ ସମୁଦାୟ ପୃଥିବୀରେ ପରମେଶ୍ୱର କେହି ନାହାନ୍ତି; ଏହେତୁ ଏବେ ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣା ଦାସଠାରୁ ଉପହାର ଗ୍ରହଣ କରନ୍ତୁ।”

Viz kapitola kopírovat




2 ରାଜାବଳୀ 5:15

Následuj nás:

Reklamy


Reklamy