2 ରାଜାବଳୀ 5:21 - ପବିତ୍ର ବାଇବଲ21 ତେଣୁ ଗିହେଜୀ ନାମାନଙ୍କୁ ଅନୁସରଣ କଲା। ନାମାନ୍ ଦେଖିଲେ କେହି ଜଣେ ତାଙ୍କର ପଛରେ ଦୌଡ଼ୁଛି। ତେଣୁ ସେ ରଥରୁ ଓହ୍ଲାଇ ତାଙ୍କୁ ଅଭିନନ୍ଦନ କଲେ ଓ ପଗ୍ଭରିଲେ, “ସମସ୍ତ କୁଶଳତ?” Viz kapitolaପବିତ୍ର ବାଇବଲ (Re-edited) - (BSI)21 ତହୁଁ ଗିହେଜୀ ନାମାନ୍ର ପଛେ ପଛେ ଗଲା। ଏଥିରେ ନାମାନ୍ ଆପଣା ପଛେ ଜଣକୁ ଦୌଡ଼ିବାର ଦେଖି ତାହାକୁ ଭେଟିବା ପାଇଁ ରଥରୁ ଓହ୍ଲାଇ ପଚାରିଲା, ସବୁ କୁଶଳ ତ? Viz kapitolaଓଡିଆ ବାଇବେଲ21 ତହୁଁ ଗିହେଜୀ ନାମାନ୍ର ପଛେ ପଛେ ଗଲା। ଏଥିରେ ନାମାନ୍ ଆପଣା ପଛେ ଜଣକୁ ଦୌଡ଼ିବାର ଦେଖି ତାହାକୁ ସାକ୍ଷାତ କରିବା ପାଇଁ ରଥରୁ ଓହ୍ଲାଇ ପଚାରିଲା, “ସବୁ କୁଶଳ ତ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହୁଁ ଗିହେଜୀ ନାମାନ୍ର ପଛେ ପଛେ ଗଲା। ଏଥିରେ ନାମାନ୍ ଆପଣା ପଛେ ଜଣକୁ ଦୌଡ଼ିବାର ଦେଖି ତାହାକୁ ସାକ୍ଷାତ କରିବା ପାଇଁ ରଥରୁ ଓହ୍ଲାଇ ପଚାରିଲା, “ସବୁ କୁଶଳ ତ?” Viz kapitola |