2 ରାଜାବଳୀ 5:22 - ପବିତ୍ର ବାଇବଲ22 ଏହା ପରେ ଗିହେଜୀ କହିଲା, “ହଁ, ସବୁ କୁଶଳ। ମୋର ମହାଶୟ ଇଲୀଶାୟ ମୋତେ ତୁମ୍ଭକୁ କହିବାକୁ ପଠାଇଛନ୍ତି, ‘ଦେଖ ଏହିକ୍ଷଣି ଇଫ୍ରୟିମର ପର୍ବତମୟ ଦେଶରୁ ଭବିଷ୍ୟଦ୍ବକ୍ତାମାନଙ୍କ ପୁତ୍ରଗଣ ମଧ୍ୟରୁ ଦୁଇଜଣ ଯୁବକ ଆସିଲେ, ମୁଁ ବିନୟ କରୁଛି ସେମାନଙ୍କୁ ଏକ ତାଳନ୍ତ ରୂପା ଓ ଦୁଇ ସାଜ ପୋଷାକ ଦିଅ।’” Viz kapitolaପବିତ୍ର ବାଇବଲ (Re-edited) - (BSI)22 ତହିଁରେ ସେ କହିଲା, ସବୁ କୁଶଳ। ମୋʼ ପ୍ରଭୁ ମୋତେ ପଠାଇ କହିଅଛନ୍ତି, ଦେଖ, ଏହିକ୍ଷଣେ ଇଫ୍ରୟିମର ପର୍ବତମୟ ଦେଶରୁ ଭବିଷ୍ୟଦ୍ବକ୍ତାଗଣର ପୁତ୍ରମାନଙ୍କ ମଧ୍ୟରୁ ଦୁଇ ଯୁବା ଲୋକ ଆସିଲେ; ମୁଁ ବିନୟ କରୁଅଛି, ସେମାନଙ୍କୁ ଏକ ତାଳ; ରୂପା ଓ ଦୁଇ ସାଜ ପୋଷାକ ଦିଅ। Viz kapitolaଓଡିଆ ବାଇବେଲ22 ତହିଁରେ ସେ କହିଲା, “ସବୁ କୁଶଳ। ମୋ’ ପ୍ରଭୁ ମୋତେ ପଠାଇ କହିଅଛନ୍ତି, ‘ଦେଖ, ଏହିକ୍ଷଣେ ଇଫ୍ରୟିମର ପର୍ବତମୟ ଦେଶରୁ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ମଧ୍ୟରୁ ଦୁଇ ଯୁବା ଲୋକ ଆସିଲେ; ମୁଁ ବିନୟ କରୁଅଛି, ସେମାନଙ୍କୁ ଏକ ତାଳନ୍ତ ରୂପା ଓ ଦୁଇ ସାଜ ପୋଷାକ ଦିଅ।’” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହିଁରେ ସେ କହିଲା, “ସବୁ କୁଶଳ। ମୋʼ ପ୍ରଭୁ ମୋତେ ପଠାଇ କହିଅଛନ୍ତି, ‘ଦେଖ, ଏହିକ୍ଷଣେ ଇଫ୍ରୟିମର ପର୍ବତମୟ ଦେଶରୁ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ମଧ୍ୟରୁ ଦୁଇ ଯୁବା ଲୋକ ଆସିଲେ; ମୁଁ ବିନୟ କରୁଅଛି, ସେମାନଙ୍କୁ ଏକ ତାଳନ୍ତ ରୂପା ଓ ଦୁଇ ସାଜ ପୋଷାକ ଦିଅ।’” Viz kapitola |