Online Bible

- Reklamy -




2 ରାଜାବଳୀ 5:23 - ପବିତ୍ର ବାଇବଲ

23 ଏଥିରେ ନାମାନ୍ କହିଲେ, “ଅନୁଗ୍ରହପୂର୍ବକ ଦୁଇ ତାଳନ୍ତ ରୂପା ନିଅ।” ଆଉ ସେ ଗିହେଜୀକୁ ବହୁ ଅନୁରୋଧ କଲେ ରୂପା ନେବାକୁ। ସେ ଦୁଇ ତଳାନ୍ତ ରୂପା ରହିଥିବା ଦୁଇଟି ଥଳୀ ନେଲା ଏବଂ ଦୁଇ ଶହ ସାଜ ପୋଷାକ ନେଲା। ନାମାନ ଏସବୁ ଜିନିଷଗୁଡ଼ିକୁ ଗିହେଜୀର ଦୁଇ ଯୁବକ ସାହାଯ୍ୟକାରୀଗଣଙ୍କୁ ଦେଲା ଏବଂ ସେମାନେ ଏହିସବୁ ଗିହେଜୀ ଆଗରେ ବହନ କରି ନେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ଏଥିରେ ନାମାନ୍ କହିଲା, ଅନୁଗ୍ରହ କରି ଦୁଇ ତାଳ; ନିଅ। ଆଉ ସେ ତାହାକୁ ବହୁତ ପ୍ରବର୍ତ୍ତାଇଲା ଓ ଦୁଇ ଥଳୀରେ ଦୁଇ ତାଳ; ରୂପା ବାନ୍ଧି ଦୁଇ ସାଜ ପୋଷାକ ସହିତ ଆପଣା ଦୁଇ ଦାସ ଉପରେ ତାହା ଥୋଇଲା; ତହୁଁ ସେମାନେ ଗିହେଜୀର ଆଗେ ଆଗେ ତାହା ବହି ନେଲେ।

Viz kapitola kopírovat

ଓଡିଆ ବାଇବେଲ

23 ଏଥିରେ ନାମାନ୍‍ କହିଲା, “ଅନୁଗ୍ରହ କରି ଦୁଇ ତାଳନ୍ତ ରୂପା ନିଅ।” ଆଉ ସେ ତାହାକୁ ବହୁତ ପ୍ରବର୍ତ୍ତାଇଲା ଓ ଦୁଇ ଥଳୀରେ ଦୁଇ ତାଳନ୍ତ ରୂପା ବାନ୍ଧି ଦୁଇ ସାଜ ପୋଷାକ ସହିତ ଆପଣା ଦୁଇ ଦାସ ଉପରେ ତାହା ଥୋଇଲା; ତହୁଁ ସେମାନେ ଗିହେଜୀର ଆଗେ ଆଗେ ତାହା ବହି ନେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏଥିରେ ନାମାନ୍‍ କହିଲା, “ଅନୁଗ୍ରହ କରି ଦୁଇ ତାଳନ୍ତ ରୂପା ନିଅ।” ଆଉ ସେ ତାହାକୁ ବହୁତ ପ୍ରବର୍ତ୍ତାଇଲା ଓ ଦୁଇ ଥଳୀରେ ଦୁଇ ତାଳନ୍ତ ରୂପା ବାନ୍ଧି ଦୁଇ ସାଜ ପୋଷାକ ସହିତ ଆପଣା ଦୁଇ ଦାସ ଉପରେ ତାହା ଥୋଇଲା; ତହୁଁ ସେମାନେ ଗିହେଜୀର ଆଗେ ଆଗେ ତାହା ବହିନେଲେ।

Viz kapitola kopírovat




2 ରାଜାବଳୀ 5:23

Následuj nás:

Reklamy


Reklamy