Online Bible

- Reklamy -

2 ରାଜାବଳୀ 5:24 - ପବିତ୍ର ବାଇବଲ

24 ଗିହେଜୀ ଉପପର୍ବତ ନିକଟରେ ପହଞ୍ଚି ସେମାନଙ୍କଠାରୁ ସମସ୍ତ ଦ୍ରବ୍ୟ ନେଇ ଗୃହ ଭିତରେ ଲୁଗ୍ଭଇ ରଖିଲା ଓ ସେହି ଦୁଇଜଣ ଦାସଙ୍କୁ ବିଦାୟ ଦେବାରୁ ସେମାନେ ଗ୍ଭଲିଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ପୁଣି ଉପପର୍ବତରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ଗୃହରେ ରଖିଲା; ଆଉ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ଚାଲିଗଲେ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି ଉପପର୍ବତରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ଗୃହରେ ରଖିଲା; ଆଉ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ଚାଲିଗଲେ।

Viz kapitola kopírovat

2 ରାଜାବଳୀ 5:24

Následuj nás:

Reklamy

Reklamy