Online Bible

- Reklamy -




2 ରାଜାବଳୀ 5:5 - ପବିତ୍ର ବାଇବଲ

5 ତା'ପରେ ଅରା‌ମ୍‌ର ରାଜା କହିଲେ, “ବର୍ତ୍ତମାନ ତୁମ୍ଭେ ଯାଅ, ଆଉ ମୁଁ ଇସ୍ରାଏଲ ରାଜାଙ୍କ ନିକଟକୁ ଏକ ପତ୍ର ପଠାଇବି।” ତହୁଁ ସେ ଗଲାବେଳେ ଦଶ ତାଳନ୍ତ ରୂପା 6,000 ସୁନା ଖଣ୍ତ ଓ ଦଶ ସାଜ ପୋଷାକ ଉପହାର ସ୍ୱରୂପ ସଙ୍ଗରେ ନେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ତହୁଁ ଅରାମର ରାଜା କହିଲା, ତୁମ୍ଭେ ସେଠାକୁ ଯାଅ, ଆଉ ମୁଁ ଇସ୍ରାଏଲ-ରାଜାଙ୍କ ନିକଟକୁ ଖଣ୍ତେ ପତ୍ର ପଠାଇବି। ତହୁଁ ସେ ଆପଣା ସଙ୍ଗେ ଦଶ ତାଳ; ରୂପା ଓ ଛଅ ସହସ୍ର ସ୍ଵର୍ଣ୍ଣ ମୁଦ୍ରା ଓ ଦଶ ସାଜ ପୋଷାକ ନେଇ ପ୍ରସ୍ଥାନ କଲା।

Viz kapitola kopírovat

ଓଡିଆ ବାଇବେଲ

5 ତହୁଁ ଅରାମର ରାଜା କହିଲା, “ତୁମ୍ଭେ ସେଠାକୁ ଯାଅ, ଆଉ ମୁଁ ଇସ୍ରାଏଲ ରାଜାଙ୍କ ନିକଟକୁ ଖଣ୍ଡେ ପତ୍ର ପଠାଇବି।” ତହୁଁ ସେ ଆପଣା ସଙ୍ଗେ ଦଶ ତାଳନ୍ତ ରୂପା ଓ ଛଅ ସହସ୍ର ସ୍ୱର୍ଣ୍ଣ ମୁଦ୍ରା ଓ ଦଶ ସାଜ ପୋଷାକ ନେଇ ପ୍ରସ୍ଥାନ କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହୁଁ ଅରାମର ରାଜା କହିଲା, “ତୁମ୍ଭେ ସେଠାକୁ ଯାଅ, ଆଉ ମୁଁ ଇସ୍ରାଏଲ ରାଜାଙ୍କ ନିକଟକୁ ଖଣ୍ଡେ ପତ୍ର ପଠାଇବି।” ତହୁଁ ସେ ଆପଣା ସଙ୍ଗେ ଦଶ ତାଳନ୍ତ ରୂପା ଓ ଛଅ ସହସ୍ର ସ୍ୱର୍ଣ୍ଣମୁଦ୍ରା ଓ ଦଶ ସାଜ ପୋଷାକ ନେଇ ପ୍ରସ୍ଥାନ କଲା।

Viz kapitola kopírovat




2 ରାଜାବଳୀ 5:5

Následuj nás:

Reklamy


Reklamy