2 ରାଜାବଳୀ 5:8 - ପବିତ୍ର ବାଇବଲ8 ଏହା ପରେ ପରମେଶ୍ୱରଙ୍କ ଲୋକ ଇଲୀଶାୟ ଶୁଣିଲେ ଯେ ଇସ୍ରାଏଲର ରାଜା ନିଜର ବସ୍ତ୍ର ଚିରିଛନ୍ତି, ସେ ଗୋଟିଏ ବାର୍ତ୍ତା ରାଜାଙ୍କ ନିକଟକୁ ପଠାଇ କହିଲେ, “ତୁମ୍ଭେ କାହିଁକି ନିଜର ବସ୍ତ୍ର ଚିରିଲ। ନାମାନ୍ ମୋ’ ନିକଟକୁ ଆସୁ, ତାହାହେଲେ ଇସ୍ରାଏଲରେ ଭବିଷ୍ୟଦ୍ବକ୍ତା ଅଛନ୍ତି, ସେ ଜାଣିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଉତ୍ତାରେ ଇସ୍ରାଏଲର ରାଜା ଆପଣା ବସ୍ତ୍ର ଚିରିଅଛନ୍ତି, ଏହା ଶୁଣି ପରମେଶ୍ଵରଙ୍କ ଲୋକ ଇଲୀଶାୟ ରାଜାଙ୍କ କତିକି ଏହି କଥା କହି ପଠାଇଲେ, ତୁମ୍ଭେ କାହିଁକି ଆପଣା ବସ୍ତ୍ର ଚିରିଲ? ସେ ଏବେ ମୋʼ କତିକି ଆସୁ, ତହିଁରେ ଇସ୍ରାଏଲ ମଧ୍ୟରେ ଯେ ଏକ ଭବିଷ୍ୟଦ୍ବକ୍ତା ଅଛି, ଏହା ସେ ଜାଣିବ। Viz kapitolaଓଡିଆ ବାଇବେଲ8 ଏଥିଉତ୍ତାରେ ଇସ୍ରାଏଲର ରାଜା ଆପଣା ବସ୍ତ୍ର ଚିରିଅଛନ୍ତି, ଏହା ଶୁଣି ପରମେଶ୍ୱରଙ୍କ ଲୋକ ଇଲୀଶାୟ, ରାଜାଙ୍କ ନିକଟକୁ ଏହି କଥା କହି ପଠାଇଲେ, “ତୁମ୍ଭେ କାହିଁକି ଆପଣା ବସ୍ତ୍ର ଚିରିଲ ? ସେ ଏବେ ମୋ’ ନିକଟକୁ ଆସୁ, ତହିଁରେ ଇସ୍ରାଏଲ ମଧ୍ୟରେ ଯେ ଏକ ଭବିଷ୍ୟଦ୍ବକ୍ତା ଅଛି, ଏହା ସେ ଜାଣିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିଉତ୍ତାରେ ଇସ୍ରାଏଲର ରାଜା ଆପଣା ବସ୍ତ୍ର ଚିରିଅଛନ୍ତି, ଏହା ଶୁଣି ପରମେଶ୍ୱରଙ୍କ ଲୋକ ଇଲୀଶାୟ, ରାଜାଙ୍କ ନିକଟକୁ ଏହି କଥା କହି ପଠାଇଲେ, “ତୁମ୍ଭେ କାହିଁକି ଆପଣା ବସ୍ତ୍ର ଚିରିଲ? ସେ ଏବେ ମୋʼ ନିକଟକୁ ଆସୁ, ତହିଁରେ ଇସ୍ରାଏଲ ମଧ୍ୟରେ ଯେ ଏକ ଭବିଷ୍ୟଦ୍ବକ୍ତା ଅଛି, ଏହା ସେ ଜାଣିବ।” Viz kapitola |