2 ରାଜାବଳୀ 6:12 - ପବିତ୍ର ବାଇବଲ12 ଅରାମ ରାଜାଙ୍କ ଅଧିକାରୀଗଣ ମଧ୍ୟରୁ ଜଣେ କହିଲା, “ନା, ପ୍ରଭୁ, ଆମ୍ଭମାନଙ୍କ ମଧ୍ୟରୁ କେହି ଗୁପ୍ତଚର କାମ କରୁ ନାହାନ୍ତି। ଭବିଷ୍ୟଦ୍ବକ୍ତା ଇଲୀଶାୟ ବହୁତ ଗୋପନୀୟ କଥା ଇସ୍ରାଏଲ ରାଜାଙ୍କୁ ଜଣାନ୍ତି, ଏପରିକି ଶୟନ ଗୃହରେ ଯେଉଁ କଥା କୁହନ୍ତି, ତାହା ମଧ୍ୟ ସେ ରାଜାଙ୍କୁ ଜଣାଏ।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏଥିରେ ତାହାର ଦାସମାନଙ୍କ ମଧ୍ୟରୁ ଜଣେ କହିଲା, ନା, ହେ ମୋʼ ପ୍ରଭୋ, ମହାରାଜ, ମାତ୍ର ଆପଣ ନିଜ ଶୟନଗୃହରେ ଯାହା ଯାହା କହନ୍ତି, ସେସବୁ କଥା ଇସ୍ରାଏଲର ମଧ୍ୟବର୍ତ୍ତୀ ଇଲୀଶାୟ ଭବିଷ୍ୟଦ୍ବକ୍ତା ଇସ୍ରାଏଲର ରାଜାକୁ ଜଣାଏ। Viz kapitolaଓଡିଆ ବାଇବେଲ12 ଏଥିରେ ତାହାର ଦାସମାନଙ୍କ ମଧ୍ୟରୁ ଜଣେ କହିଲା, “ନା, ହେ ମୋ’ ପ୍ରଭୁ, ମହାରାଜ, ମାତ୍ର ଆପଣ ନିଜ ଶୟନ ଗୃହରେ ଯାହା ଯାହା କହନ୍ତି, ସେସବୁ କଥା ଇସ୍ରାଏଲର ମଧ୍ୟବର୍ତ୍ତୀ ଇଲୀଶାୟ ଭବିଷ୍ୟଦ୍ବକ୍ତା ଇସ୍ରାଏଲର ରାଜାକୁ ଜଣାଏ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିରେ ତାହାର ଦାସମାନଙ୍କ ମଧ୍ୟରୁ ଜଣେ କହିଲା, “ନା, ହେ ମୋʼ ପ୍ରଭୋ, ମହାରାଜ, ମାତ୍ର ଆପଣ ନିଜ ଶୟନ ଗୃହରେ ଯାହା ଯାହା କହନ୍ତି, ସେସବୁ କଥା ଇସ୍ରାଏଲର ମଧ୍ୟବର୍ତ୍ତୀ ଇଲୀଶାୟ ଭବିଷ୍ୟଦ୍ବକ୍ତା ଇସ୍ରାଏଲର ରାଜାକୁ ଜଣାଏ।” Viz kapitola |