2 ରାଜାବଳୀ 6:13 - ପବିତ୍ର ବାଇବଲ13 ତହୁଁ ଅରାମର ରାଜା କହିଲେ, “ଯାଇ ଦେଖ, ସେ କେଉଁଠାରେ ଅଛି? ମୁଁ ଲୋକ ପଠାଇ ତାକୁ ଆଣିବି।” ତାଙ୍କର ଦାସମାନେ କହିଲେ, “ଇଲୀଶାୟ ବର୍ତ୍ତମାନ ଦୋଥନରେ ଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ତହୁଁ ସେ କହିଲା, ଯାଇ ଦେଖ, ସେ କେଉଁଠାରେ ଅଛି, ତହିଁରେ ମୁଁ ଲୋକ ପଠାଇ ତାହାକୁ ଆଣିବି। ଏଉତ୍ତାରେ ତାହାକୁ ସମ୍ଵାଦ ଦିଆଗଲା ଯେ, ଦେଖନ୍ତୁ, ସେ ଦୋଥନରେ ଅଛି। Viz kapitolaଓଡିଆ ବାଇବେଲ13 ତହୁଁ ଅରାମୀୟ ରାଜା କହିଲା, “ଯାଇ ଦେଖ, ଇଲୀଶାୟ କେଉଁଠାରେ ଅଛି, ତହିଁରେ ମୁଁ ଲୋକ ପଠାଇ ତାହାକୁ ଆଣିବି।” ଏଥିଉତ୍ତାରେ ତାହାକୁ ସମ୍ବାଦ ଦିଆଗଲା ଯେ, “ଦେଖନ୍ତୁ, ସେ ଦୋଥନରେ ଅଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହୁଁ ଅରାମୀୟ ରାଜା କହିଲା, “ଯାଇ ଦେଖ, ଇଲୀଶାୟ କେଉଁଠାରେ ଅଛି, ତହିଁରେ ମୁଁ ଲୋକ ପଠାଇ ତାହାକୁ ଆଣିବି।” ଏଥିଉତ୍ତାରେ ତାହାକୁ ସମ୍ବାଦ ଦିଆଗଲା ଯେ, “ଦେଖନ୍ତୁ, ସେ ଦୋଥନରେ ଅଛି।” Viz kapitola |