2 ରାଜାବଳୀ 6:14 - ପବିତ୍ର ବାଇବଲ14 ତା'ପରେ ଅରାମର ରାଜା ଅଶ୍ୱାରୋହୀ, ରଥାରୋହୀ ଓ ଏକ ବିରାଟ ସୈନ୍ୟବାହିନୀକୁ ଦୋଥନ ପଠାଇଲେ। ସେମାନେ ରାତ୍ରିରେ ନଗରଟିକୁ ଚତୁର୍ଦ୍ଦିଗରୁ ବେଷ୍ଟନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏହେତୁ ସେ ସେସ୍ଥାନକୁ ଅଶ୍ଵଗଣ ଓ ରଥ ଓ ମହାସୈନ୍ୟଦଳ ପଠାଇଲା; ପୁଣି ସେମାନେ ରାତ୍ରିରେ ଆସି ନଗରର ଚତୁର୍ଦ୍ଦିଗ ବେଷ୍ଟନ କଲେ। Viz kapitolaଓଡିଆ ବାଇବେଲ14 ଏହେତୁ ସେ ସେସ୍ଥାନକୁ ଅଶ୍ୱଗଣ ଓ ରଥ ଓ ମହାସୈନ୍ୟଦଳ ପଠାଇଲା; ପୁଣି ସେମାନେ ରାତ୍ରିରେ ଆସି ନଗରର ଚତୁର୍ଦ୍ଦିଗ ବେଷ୍ଟନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏହେତୁ ସେ ସେସ୍ଥାନକୁ ଅଶ୍ୱଗଣ ଓ ରଥ ଓ ମହାସୈନ୍ୟଦଳ ପଠାଇଲା; ପୁଣି ସେମାନେ ରାତ୍ରିରେ ଆସି ନଗରର ଚତୁର୍ଦ୍ଦିଗ ବେଷ୍ଟନ କଲେ। Viz kapitola |