2 ରାଜାବଳୀ 6:15 - ପବିତ୍ର ବାଇବଲ15 ଇଲୀଶାୟର ଦାସ ପ୍ରତ୍ୟୁଷରୁ ଉଠି ବାହାରକୁ ଗଲା ଓ ନଗରର ଚତୁର୍ଦ୍ଦିଗରେ ଅଶ୍ୱାରୋହୀ ଓ ରଥାରୋହୀମାନଙ୍କୁ ବେଢ଼ି ରହିଥିବାର ଦେଖିଲା। ତହୁଁ ସେ ଯାଇ ଇଲୀଶାୟଙ୍କୁ କହିଲା, “ହେ ମୋର ପ୍ରଭୁ, ଆମ୍ଭେମାନେ କ’ଣ କରିବା?” Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏଥିରେ ପରମେଶ୍ଵରଙ୍କ ଲୋକଙ୍କ ସେବକ ପ୍ରଭାତରେ ଉଠି ବାହାରକୁ ଯାʼନ୍ତେ, ଦେଖ, ଏକ ସୈନ୍ୟଦଳ ଅଶ୍ଵ ଓ ରଥ ସହିତ ନଗରର ଚତୁର୍ଦ୍ଦିଗ ବେଷ୍ଟନ କରିଅଛନ୍ତି। ତହୁଁ ତାଙ୍କର ଦାସ ତାଙ୍କୁ କହିଲା, ହାୟ, ମୋହାର ପ୍ରଭୋଣ! ଆମ୍ଭେମାନେ କଅଣ କରିବା? Viz kapitolaଓଡିଆ ବାଇବେଲ15 ଏଥିରେ ପରମେଶ୍ୱରଙ୍କ ଲୋକଙ୍କ ସେବକ ପ୍ରଭାତରେ ଉଠି ବାହାରକୁ ଯାଆନ୍ତେ, ଦେଖ, ଏକ ସୈନ୍ୟଦଳ ଅଶ୍ୱ ଓ ରଥ ସହିତ ନଗରର ଚତୁର୍ଦ୍ଦିଗ ବେଷ୍ଟନ କରିଅଛନ୍ତି। ତହୁଁ ତାଙ୍କର ଦାସ ତାଙ୍କୁ କହିଲା, “ହାୟ, ମୋହର ପ୍ରଭୁ ! ଆମ୍ଭେମାନେ କଅଣ କରିବା ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିରେ ପରମେଶ୍ୱରଙ୍କ ଲୋକଙ୍କ ସେବକ ପ୍ରଭାତରେ ଉଠି ବାହାରକୁ ଯାଆନ୍ତେ, ଦେଖ, ଏକ ସୈନ୍ୟଦଳ ଅଶ୍ୱ ଓ ରଥ ସହିତ ନଗରର ଚତୁର୍ଦ୍ଦିଗ ବେଷ୍ଟନ କରିଅଛନ୍ତି। ତହୁଁ ତାଙ୍କର ଦାସ ତାଙ୍କୁ କହିଲା, “ହାୟ, ମୋହର ପ୍ରଭୋ! ଆମ୍ଭେମାନେ କଅଣ କରିବା?” Viz kapitola |