Online Bible

- Reklamy -




2 ରାଜାବଳୀ 6:2 - ପବିତ୍ର ବାଇବଲ

2 ଆମ୍ଭେମାନେ ବିନୟ କରି କହୁଅଛୁ, ଆମ୍ଭେମାନେ ଯର୍ଦ୍ଦନ ନଦୀ କୂଳକୁ ଯାଇ ପ୍ରତ୍ୟେକ ଜଣ ଗୋଟିଏ ଗୋଟିଏ କଡ଼ିକାଠ ଆଣି ନିଜ ନିଜ ବସତି ପାଇଁ ଗୋଟିଏ ସ୍ଥାନ ନିର୍ମାଣ କରୁ।” ଇଲୀଶାୟ ଉତ୍ତର ଦେଲେ, “ଏହା ଉତ୍ତମ, ଯାଇ ତାହା କର।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭେମାନେ ଯର୍ଦ୍ଦନକୁ ଯାଇ ପ୍ରତି ଜଣ ସେଠାରୁ ଏକ ଏକ କଡ଼ିକାଠ ନେଇ ଆପଣାମାନଙ୍କ ବସତି ନିମନ୍ତେ ସେଠାରେ ଏକ ସ୍ଥାନ ନିର୍ମାଣ କରୁ। ଏଥିରେ ସେ ଉତ୍ତର ଦେଲେ, ତୁମ୍ଭେମାନେ ଯାଅ।

Viz kapitola kopírovat

ଓଡିଆ ବାଇବେଲ

2 ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭେମାନେ ଯର୍ଦ୍ଦନକୁ ଯାଇ ପ୍ରତି ଜଣ ସେଠାରୁ ଏକ ଏକ କଡ଼ିକାଠ ନେଇ ଆପଣାମାନଙ୍କ ବସତି ନିମନ୍ତେ ସେଠାରେ ଏକ ସ୍ଥାନ ନିର୍ମାଣ କରୁ।” ଏଥିରେ ଇଲୀଶାୟ ଉତ୍ତର ଦେଲେ, “ତୁମ୍ଭେମାନେ ଯାଅ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭେମାନେ ଯର୍ଦ୍ଦନକୁ ଯାଇ ପ୍ରତି ଜଣ ସେଠାରୁ ଏକ ଏକ କଡ଼ିକାଠ ନେଇ ଆପଣାମାନଙ୍କ ବସତି ନିମନ୍ତେ ସେଠାରେ ଏକ ସ୍ଥାନ ନିର୍ମାଣ କରୁ।” ଏଥିରେ ଇଲୀଶାୟ ଉତ୍ତର ଦେଲେ, “ତୁମ୍ଭେମାନେ ଯାଅ।”

Viz kapitola kopírovat




2 ରାଜାବଳୀ 6:2

Následuj nás:

Reklamy


Reklamy