2 ରାଜାବଳୀ 6:21 - ପବିତ୍ର ବାଇବଲ21 ଇସ୍ରାଏଲର ରାଜା ଅରାମୀୟମାନଙ୍କୁ ଦେଖି ଇଲୀଶାୟଙ୍କୁ କହିଲେ, “ହେ ମୋର ପିତା! ମୁଁ କ’ଣ ଏମାନଙ୍କୁ ବଧ କରିବି? ମୁଁ କ’ଣ ଏମାନଙ୍କୁ ବଧ କରିବି?” Viz kapitolaପବିତ୍ର ବାଇବଲ (Re-edited) - (BSI)21 ତହିଁରେ ଇସ୍ରାଏଲର ରାଜା ସେମାନଙ୍କୁ ଦେଖି ଇଲୀଶାୟଙ୍କୁ କହିଲେ, ହେ ମୋହର ପିତଃ, ମୁଁ କʼଣ ସେମାନଙ୍କୁ ଆଘାତ କରିବି? ମୁଁ କʼଣ ସେମାନଙ୍କୁ ଆଘାତ କରିବି? Viz kapitolaଓଡିଆ ବାଇବେଲ21 ତହିଁରେ ଇସ୍ରାଏଲର ରାଜା ସେମାନଙ୍କୁ ଦେଖି ଇଲୀଶାୟଙ୍କୁ କହିଲେ, “ହେ ମୋହର ପିତଃ, ମୁଁ କ’ଣ ସେମାନଙ୍କୁ ଆଘାତ କରିବି ? ମୁଁ କ’ଣ ସେମାନଙ୍କୁ ଆଘାତ କରିବି ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହିଁରେ ଇସ୍ରାଏଲର ରାଜା ସେମାନଙ୍କୁ ଦେଖି ଇଲୀଶାୟଙ୍କୁ କହିଲେ, “ହେ ମୋହର ପିତଃ, ମୁଁ କʼଣ ସେମାନଙ୍କୁ ଆଘାତ କରିବି? ମୁଁ କʼଣ ସେମାନଙ୍କୁ ଆଘାତ କରିବି?” Viz kapitola |