Online Bible

- Reklamy -




2 ରାଜାବଳୀ 6:22 - ପବିତ୍ର ବାଇବଲ

22 ଇଲୀଶାୟ ଉତ୍ତର କଲେ, “ନା, ସେମାନଙ୍କୁ ବଧ କର ନାହିଁ। ତୁମ୍ଭର ‌‌ଖ‌ଡ଼୍‌ଗ ଦ୍ୱାରା ବନ୍ଦୀ କରିଥିବା ଏହି ଲୋକମାନେ ତୁମ୍ଭର ବନ୍ଦୀ କି? ସେମାନଙ୍କ ସମ୍ମୁଖରେ ରୋଟୀ ଓ ଜଳ ରଖ। ସେମାନଙ୍କୁ ଭୋଜନ ଓ ପାନ କରାଇ ଆପଣା ପ୍ରଭୁ ନିକଟକୁ ପଠାଇ ଦିଅ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ତହୁଁ ସେ ଉତ୍ତର ଦେଲେ, ତୁମ୍ଭେ ସେମାନଙ୍କୁ ଆଘାତ କରିବ ନାହିଁ; ତୁମ୍ଭେ ଯେଉଁମାନଙ୍କୁ ଆପଣା ଖଡ଼୍‍ଗ ଓ ଆପଣା ଧନୁ ଦ୍ଵାରା ବନ୍ଦୀ କରି ନେଇଅଛ, ସେମାନଙ୍କୁ କʼଣ ଆଘାତ କରିବ? ସେମାନଙ୍କ ସମ୍ମୁଖରେ ରୋଟୀ ଓ ଜଳ ରଖ, ସେମାନେ ଭୋଜନପାନ କରି ଆପଣା ପ୍ରଭୁ ନିକଟକୁ ଯାଉନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

22 ତହୁଁ ଇଲୀଶାୟ ଉତ୍ତର ଦେଲେ, “ତୁମ୍ଭେ ସେମାନଙ୍କୁ ଆଘାତ କରିବ ନାହିଁ; ତୁମ୍ଭେ ଯେଉଁମାନଙ୍କୁ ଆପଣା ଖଡ୍ଗ ଓ ଧନୁ ଦ୍ୱାରା ବନ୍ଦୀ କରି ନେଇଅଛ, ସେମାନଙ୍କୁ କ’ଣ ଆଘାତ କରିବ ? ସେମାନଙ୍କ ସମ୍ମୁଖରେ ରୁଟି ଓ ଜଳ ରଖ, ସେମାନେ ଭୋଜନପାନ କରି ଆପଣା ପ୍ରଭୁ ନିକଟକୁ ଯାଆନ୍ତୁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତହୁଁ ଇଲୀଶାୟ ଉତ୍ତର ଦେଲେ, “ତୁମ୍ଭେ ସେମାନଙ୍କୁ ଆଘାତ କରିବ ନାହିଁ; ତୁମ୍ଭେ ଯେଉଁମାନଙ୍କୁ ଆପଣା ଖଡ୍ଗ ଓ ଧନୁ ଦ୍ୱାରା ବନ୍ଦୀ କରି ନେଇଅଛ, ସେମାନଙ୍କୁ କʼଣ ଆଘାତ କରିବ? ସେମାନଙ୍କ ସମ୍ମୁଖରେ ରୁଟି ଓ ଜଳ ରଖ, ସେମାନେ ଭୋଜନପାନ କରି ଆପଣା ପ୍ରଭୁ ନିକଟକୁ ଯାଆନ୍ତୁ।”

Viz kapitola kopírovat




2 ରାଜାବଳୀ 6:22

Následuj nás:

Reklamy


Reklamy