2 ରାଜାବଳୀ 6:23 - ପବିତ୍ର ବାଇବଲ23 ଇସ୍ରାଏଲର ରାଜା ସେମାନଙ୍କ ପାଇଁ ପ୍ରଚୁର ଖାଦ୍ୟ ପ୍ରସ୍ତୁତ କଲେ। ଅରାମୀୟମାନେ ଭୋଜନ ଓ ପାନ କଲାପରେ ସେ ସେମାନଙ୍କୁ ନିଜ ନିଜ ଘରକୁ ଫେରି ଯିବାକୁ ବିଦାୟ ଦେଲେ। ଅରାମର ସୈନ୍ୟମାନେ ନିଜ ନିଜ ମହାଶୟଙ୍କ ନିକଟକୁ ଫେରିଗଲେ। ଏହା ପରେ ଅରାମର ସୈନ୍ୟଦଳ ଆଉ କେବେ ଇସ୍ରାଏଲକୁ ଯୁଦ୍ଧରେ ଆକ୍ରମଣ କରିବାକୁ ଆସିଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ତହିଁରେ ସେ ସେମାନଙ୍କ ନିମନ୍ତେ ମହାଭୋଜ ପ୍ରସ୍ତୁତ କଲେ; ପୁଣି ସେମାନେ ଭୋଜନପାନ କଲା ଉତ୍ତାରେ ସେ ସେମାନଙ୍କୁ ବିଦାୟ କଲେ, ତହୁଁ ସେମାନେ ଆପଣାମାନଙ୍କ ପ୍ରଭୁଙ୍କ ନିକଟକୁ ଗଲେ। ଏଉତ୍ତାରେ ଅରାମର ସୈନ୍ୟଦଳ ଆଉ ଇସ୍ରାଏଲର ଦେଶକୁ ଆସିଲେ ନାହିଁ। Viz kapitolaଓଡିଆ ବାଇବେଲ23 ତହିଁରେ ଇସ୍ରାଏଲର ରାଜା ସେମାନଙ୍କ ନିମନ୍ତେ ମହାଭୋଜ ପ୍ରସ୍ତୁତ କଲେ; ପୁଣି ସେମାନେ ଭୋଜନପାନ କଲା ଉତ୍ତାରେ ସେ ସେମାନଙ୍କୁ ବିଦାୟ କଲେ, ତହୁଁ ସେମାନେ ଆପଣାମାନଙ୍କ ପ୍ରଭୁଙ୍କ ନିକଟକୁ ଗଲେ। ଏଉତ୍ତାରେ ଅରାମର ସୈନ୍ୟଦଳ ଆଉ ଇସ୍ରାଏଲର ଦେଶକୁ ଆସିଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହିଁରେ ଇସ୍ରାଏଲର ରାଜା ସେମାନଙ୍କ ନିମନ୍ତେ ମହାଭୋଜ ପ୍ରସ୍ତୁତ କଲେ; ପୁଣି ସେମାନେ ଭୋଜନପାନ କଲା ଉତ୍ତାରେ ସେ ସେମାନଙ୍କୁ ବିଦାୟ କଲେ, ତହୁଁ ସେମାନେ ଆପଣାମାନଙ୍କ ପ୍ରଭୁଙ୍କ ନିକଟକୁ ଗଲେ। ଏଉତ୍ତାରେ ଅରାମର ସୈନ୍ୟଦଳ ଆଉ ଇସ୍ରାଏଲର ଦେଶକୁ ଆସିଲେ ନାହିଁ। Viz kapitola |