2 ରାଜାବଳୀ 6:25 - ପବିତ୍ର ବାଇବଲ25 ନଗର ଅବରୋଧ ଥିଲା। ଲୋକେ ନଗର ଭିତରକୁ ଖାଦ୍ୟ ଆଣି ପାରିଲେ ନାହିଁ। ଫଳରେ ସେଠାରେ ମହାଦୁର୍ଭିକ୍ଷ ଦେଖା ଦେଲା। ଏପରି ଶୋଚନୀୟ ହେଲା ଶମରିୟାର ଗୋଟିଏ ଗର୍ଦ୍ଦଭ ମୁଣ୍ତ ଅଶୀ ରୌପ୍ୟ ମୁଦ୍ରାରେ ଓ କପୋତମଳର ଏକ ଚତୁର୍ଥାଂଶ ପାଞ୍ଚ ରୌପ୍ୟ ମୁଦ୍ରାରେ ବିକ୍ରୟ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)25 ତହିଁରେ ଶମରୀୟାରେ ମହାଦୁର୍ଭିକ୍ଷ ହେଲା; ଆଉ ଦେଖ, ଏକ ଗର୍ଦ୍ଦଭର ମୁଣ୍ତ ଅଶୀ ରୌପ୍ୟମୁଦ୍ରାରେ ଓ କପୋତ-ମଳର ଏକ କାବ୍ର ଚତୁର୍ଥାଂଶ ପାଞ୍ଚ ରୌପ୍ୟ-ମୁଦ୍ରାରେ ବିକ୍ରୟ ହେବା ପର୍ଯ୍ୟନ୍ତ ସେମାନେ ତାହା ଅବରୋଧ କଲେ। Viz kapitolaଓଡିଆ ବାଇବେଲ25 ତହିଁରେ ଶମରୀୟାରେ ମହାଦୁର୍ଭିକ୍ଷ ହେଲା; ଆଉ ଦେଖ, ଏକ ଗର୍ଦ୍ଦଭର ମୁଣ୍ଡ ଅଶୀ ରୌପ୍ୟ ମୁଦ୍ରାରେ ଓ କପୋତ ମଳର ଏକ କାବ୍ର ଚତୁର୍ଥାଂଶ ପାଞ୍ଚ ରୌପ୍ୟ ମୁଦ୍ରାରେ ବିକ୍ରୟ ହେବା ପର୍ଯ୍ୟନ୍ତ ସେମାନେ ତାହା ଅବରୋଧ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତହିଁରେ ଶମରୀୟାରେ ମହାଦୁର୍ଭିକ୍ଷ ହେଲା; ଆଉ ଦେଖ, ଏକ ଗର୍ଦ୍ଦଭର ମୁଣ୍ଡ ଅଶୀ ରୌପ୍ୟ ମୁଦ୍ରାରେ ଓ କପୋତ ମଳର ଏକ କାବ୍ର ଚତୁର୍ଥାଂଶ ପାଞ୍ଚ ରୌପ୍ୟ ମୁଦ୍ରାରେ ବିକ୍ରୟ ହେବା ପର୍ଯ୍ୟନ୍ତ ସେମାନେ ତାହା ଅବରୋଧ କଲେ। Viz kapitola |