Online Bible

- Reklamy -




2 ରାଜାବଳୀ 6:26 - ପବିତ୍ର ବାଇବଲ

26 ଥରେ ଇସ୍ରାଏଲର ରାଜା ନଗରର ଚତୁର୍ପାର୍ଶ୍ୱ ପ୍ରାଚୀର ଉପରେ ଗ୍ଭଲିଲା ବେଳେ ଜଣେ ସ୍ତ୍ରୀଲୋକ ଚିତ୍କାର କରି କହିଲା, “ହେ ମୋର ପ୍ରଭୁ, ମହାରାଜ! ବିନୟ କରୁଛି ମୋତେ ସାହାଯ୍ୟ କରନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ଏଥିରେ ଇସ୍ରାଏଲର ରାଜା ପ୍ରାଚୀର ଉପର ଦେଇ ଯିବା ବେଳେ ଏକ ସ୍ତ୍ରୀ ତାଙ୍କ ପ୍ରତି ଡକା ପକାଇ କହିଲା, ହେ ମୋʼ ପ୍ରଭୋ, ମହାରାଜ, ସାହାଯ୍ୟ କରନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

26 ଏଥିରେ ଇସ୍ରାଏଲର ରାଜା ପ୍ରାଚୀର ଉପର ଦେଇ ଯିବା ସମୟରେ ଏକ ସ୍ତ୍ରୀ ତାଙ୍କ ପ୍ରତି ଡାକ ପକାଇ କହିଲା, “ହେ ମୋ’ ପ୍ରଭୁ, ମହାରାଜ, ସାହାଯ୍ୟ କରନ୍ତୁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଏଥିରେ ଇସ୍ରାଏଲର ରାଜା ପ୍ରାଚୀର ଉପର ଦେଇ ଯିବା ସମୟରେ ଏକ ସ୍ତ୍ରୀ ତାଙ୍କ ପ୍ରତି ଡାକ ପକାଇ କହିଲା, “ହେ ମୋʼ ପ୍ରଭୋ, ମହାରାଜ, ସାହାଯ୍ୟ କରନ୍ତୁ।”

Viz kapitola kopírovat




2 ରାଜାବଳୀ 6:26

Následuj nás:

Reklamy


Reklamy