2 ରାଜାବଳୀ 6:27 - ପବିତ୍ର ବାଇବଲ27 ଇସ୍ରାଏଲର ରାଜା କହିଲେ, “ଯଦି ସଦାପ୍ରଭୁ ତୁମ୍ଭକୁ ସାହାଯ୍ୟ ନ କରନ୍ତି ତେବେ ମୁଁ କିପରି ତୁମ୍ଭକୁ ସାହାଯ୍ୟ କରି ପାରିବି? ମୋ’ ପାଖରେ ତୁମ୍ଭକୁ ଦେବାକୁ କିଛି ନାହିଁ। ଶସ୍ୟ ଖଳାରେ ଶସ୍ୟ ନାହିଁ କି ଦ୍ରାକ୍ଷାକ୍ଷେତ୍ରରେ ଦ୍ରାକ୍ଷାରସ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)27 ତହିଁରେ ସେ କହିଲେ, ଯେବେ ସଦାପ୍ରଭୁ ତୁମ୍ଭର ସାହାଯ୍ୟ ନ କରନ୍ତି, ତେବେ ମୁଁ କେଉଁଠାରୁ ତୁମ୍ଭକୁ ସାହାଯ୍ୟ କରିବି? କି ଖଳାରୁ କି ଅବା ଦ୍ରାକ୍ଷାଯନ୍ତ୍ରରୁ? Viz kapitolaଓଡିଆ ବାଇବେଲ27 ତହିଁରେ ସେ କହିଲେ, “ଯେବେ ସଦାପ୍ରଭୁ ତୁମ୍ଭର ସାହାଯ୍ୟ ନ କରନ୍ତି, ତେବେ ମୁଁ କେଉଁଠାରୁ ତୁମ୍ଭକୁ ସାହାଯ୍ୟ କରିବି ? କି ଖଳାରୁ କି ଅବା ଦ୍ରାକ୍ଷାଯନ୍ତ୍ରରୁ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ତହିଁରେ ସେ କହିଲେ, “ଯେବେ ସଦାପ୍ରଭୁ ତୁମ୍ଭର ସାହାଯ୍ୟ ନ କରନ୍ତି, ତେବେ ମୁଁ କେଉଁଠାରୁ ତୁମ୍ଭକୁ ସାହାଯ୍ୟ କରିବି? କି ଖଳାରୁ କିଅବା ଦ୍ରାକ୍ଷାଯନ୍ତ୍ରରୁ?” Viz kapitola |