2 ରାଜାବଳୀ 6:28 - ପବିତ୍ର ବାଇବଲ28 ଆଉ ରାଜା ପଗ୍ଭରିଲେ, “ତୁମ୍ଭର ଦୁଃଖ କ’ଣ?” ସ୍ତ୍ରୀଲୋକଟି ଉତ୍ତର କଲା, “ଏହି ସ୍ତ୍ରୀଲୋକଟି ମୋତେ କହିଲା, ‘ତୁମ୍ଭ ପୁତ୍ରଟିକୁ ଦିଅ, ଆମ୍ଭେମାନେ ତାକୁ ଆଜି ମାରି ଖାଇବା। ଆସନ୍ତା କାଲି ମୋର ପୁଅକୁ ଖାଇବା।’ Viz kapitolaପବିତ୍ର ବାଇବଲ (Re-edited) - (BSI)28 ଆହୁରି ରାଜା ତାହାକୁ କହିଲେ, ତୁମ୍ଭର କି ଦୁଃଖ ହୋଇଅଛି? ତହୁଁ ସେ ଉତ୍ତର ଦେଲା, ଏହି ସ୍ତ୍ରୀ ମୋତେ କହିଲା, ତୁମ୍ଭ ପୁଅଟିକୁ ଦିଅ, ଆମ୍ଭେମାନେ ତାକୁ ଆଜି ଖାଇବା, ପୁଣି ମୋʼ ପୁଅକୁ କାଲି ଖାଇବା। Viz kapitolaଓଡିଆ ବାଇବେଲ28 ଆହୁରି ରାଜା ତାହାକୁ କହିଲେ, “ତୁମ୍ଭର କି ଦୁଃଖ ହୋଇଅଛି ?” ତହୁଁ ସେ ଉତ୍ତର ଦେଲା, “ଏହି ସ୍ତ୍ରୀ ମୋତେ କହିଲା, ‘ତୁମ୍ଭ ପୁଅଟିକୁ ଦିଅ, ଆମ୍ଭେମାନେ ତାକୁ ଆଜି ଖାଇବା, ପୁଣି ମୋ’ ପୁଅକୁ କାଲି ଖାଇବା।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଆହୁରି ରାଜା ତାହାକୁ କହିଲେ, “ତୁମ୍ଭର କି ଦୁଃଖ ହୋଇଅଛି?” ତହୁଁ ସେ ଉତ୍ତର ଦେଲା, “ଏହି ସ୍ତ୍ରୀ ମୋତେ କହିଲା, ‘ତୁମ୍ଭ ପୁଅଟିକୁ ଦିଅ, ଆମ୍ଭେମାନେ ତାକୁ ଆଜି ଖାଇବା, ପୁଣି ମୋʼ ପୁଅକୁ କାଲି ଖାଇବା।’” Viz kapitola |