2 ରାଜାବଳୀ 6:32 - ପବିତ୍ର ବାଇବଲ32 ରାଜା ଗୋଟିଏ ଦୂତ ଇଲୀଶାୟଙ୍କ ନିକଟକୁ ପଠାଇଲେ। ଇଲୀଶାୟ ସେତେବେଳେ ପ୍ରାଚୀନବର୍ଗଙ୍କ ସହ ତାଙ୍କ ଘରେ ବସିଥିଲେ। ଦୂତ ପହଞ୍ଚିବା ପୂର୍ବରୁ ଇଲୀଶାୟ ସେହି ପ୍ରାଚୀନବର୍ଗଙ୍କୁ କହିଲେ, “ଏଠାକୁ ଦେଖ, ଏହି ନରହତ୍ୟାକାରୀର ପୁତ୍ର ମୋର ମୁଣ୍ତ ଛେଦନ କରିବାକୁ ଲୋକ ପଠାଇଛି। ଦେଖ, ସେ ଦୂତ ପହଞ୍ଚିଲା ବେଳେ ଦ୍ୱାର ବନ୍ଦ କର ଓ ତାକୁ ଗୃହରେ ପ୍ରବେଶ ନ କରାଇ ଦେବା ପାଇଁ ଦ୍ୱାରକୁ ଦୃଢ଼ ଭାବରେ ଧର। ମୁଁ ଶୁଣେ ତା’ ପ୍ରଭୁର ପଦଶବ୍ଦ ତା'ର ପଛରେ।” Viz kapitolaପବିତ୍ର ବାଇବଲ (Re-edited) - (BSI)32 ମାତ୍ର ଇଲୀଶାୟ ଆପଣା ଗୃହରେ ବସିଥିଲେ ଓ ପ୍ରାଚୀନବର୍ଗ ତାଙ୍କ ସଙ୍ଗେ ବସିଥିଲେ; ଏପରି ସମୟରେ ରାଜା ଆପଣା ଛାମୁରୁ ଜଣେ ଲୋକ ପଠାଇଲେ; ମାତ୍ର ସେ ଦୂତ ଇଲୀଶାୟଙ୍କ ନିକଟରେ ପହୁଞ୍ଚିବା ପୂର୍ବରୁ ଇଲୀଶାୟ ପ୍ରାଚୀନବର୍ଗଙ୍କୁ କହିଲେ, ଏହି ନରହତ୍ୟାକାରୀର ପୁତ୍ର କିପରି ମୋହର ମସ୍ତକ ନେବା ପାଇଁ ଲୋକ ପଠାଇଅଛି, ଏହା କʼଣ ତୁମ୍ଭେମାନେ ଦେଖୁଅଛ? ଦେଖ, ସେ ଦୂତ ପହଞ୍ଚିବା ବେଳେ ଦ୍ଵାର ବନ୍ଦ କର ଓ ତାକୁ ଅଟକାଇବା ପାଇଁ ଦ୍ଵାର ଦୃଢ଼ କରି ଧର; ତାହାର ପ୍ରଭୁର ପଦଶଦ୍ଦ କʼଣ ତାହାର ପଛରେ ନାହିଁ? Viz kapitolaଓଡିଆ ବାଇବେଲ32 ମାତ୍ର ଇଲୀଶାୟ ଆପଣା ଗୃହରେ ବସିଥିଲେ ଓ ପ୍ରାଚୀନବର୍ଗ ତାଙ୍କ ସଙ୍ଗେ ବସିଥିଲେ; ଏପରି ସମୟରେ ରାଜା ଆପଣା ସମ୍ମୁଖରୁ ଜଣେ ଲୋକ ପଠାଇଲେ; ମାତ୍ର ସେ ଦୂତ ଇଲୀଶାୟଙ୍କ ନିକଟରେ ପହଞ୍ଚିବା ପୂର୍ବରୁ ଇଲୀଶାୟ ପ୍ରାଚୀନବର୍ଗଙ୍କୁ କହିଲେ, “ଏହି ନରହତ୍ୟାକାରୀର ପୁତ୍ର କିପରି ମୋହର ମସ୍ତକ ନେବା ପାଇଁ ଲୋକ ପଠାଇଅଛି, ଏହା କ’ଣ ତୁମ୍ଭେମାନେ ଦେଖୁଅଛ ? ଦେଖ, ସେ ଦୂତ ପହଞ୍ଚିବା ବେଳେ ଦ୍ୱାର ବନ୍ଦ କର ଓ ତାକୁ ଅଟକାଇବା ପାଇଁ ଦ୍ୱାର ଦୃଢ଼ କରି ଧର; ତାହାର ପ୍ରଭୁର ପଦଶବ୍ଦ କ’ଣ ତାହାର ପଛରେ ନାହିଁ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ମାତ୍ର ଇଲୀଶାୟ ଆପଣା ଗୃହରେ ବସିଥିଲେ ଓ ପ୍ରାଚୀନବର୍ଗ ତାଙ୍କ ସଙ୍ଗେ ବସିଥିଲେ; ଏପରି ସମୟରେ ରାଜା ଆପଣା ସମ୍ମୁଖରୁ ଜଣେ ଲୋକ ପଠାଇଲେ; ମାତ୍ର ସେ ଦୂତ ଇଲୀଶାୟଙ୍କ ନିକଟରେ ପହଞ୍ଚିବା ପୂର୍ବରୁ ଇଲୀଶାୟ ପ୍ରାଚୀନବର୍ଗଙ୍କୁ କହିଲେ, “ଏହି ନରହତ୍ୟାକାରୀର ପୁତ୍ର କିପରି ମୋହର ମସ୍ତକ ନେବା ପାଇଁ ଲୋକ ପଠାଇଅଛି, ଏହା କʼଣ ତୁମ୍ଭେମାନେ ଦେଖୁଅଛ? ଦେଖ, ସେ ଦୂତ ପହଞ୍ଚିବା ବେଳେ ଦ୍ୱାର ବନ୍ଦ କର ଓ ତାକୁ ଅଟକାଇବା ପାଇଁ ଦ୍ୱାର ଦୃଢ଼ କରି ଧର; ତାହାର ପ୍ରଭୁର ପଦଶବ୍ଦ କʼଣ ତାହାର ପଛରେ ନାହିଁ?” Viz kapitola |