2 ରାଜାବଳୀ 6:33 - ପବିତ୍ର ବାଇବଲ33 ଇଲୀଶାୟ ଏହିପରି କଥାବାର୍ତ୍ତା କରୁଥିବା ବେଳେ, ସେ ଦୂତ ତାହା ପାଖକୁ ଆସିଲା, ଆଉ ସେ କହିଲା, “ଏହି ଅସୁବିଧା ସଦାପ୍ରଭୁଙ୍କଠାରୁ, ମୁଁ କାହିଁକି ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି?” Viz kapitolaପବିତ୍ର ବାଇବଲ (Re-edited) - (BSI)33 ପୁଣି ସେ ସେମାନଙ୍କ ସହିତ କଥାବାର୍ତ୍ତା କରୁ କରୁ ଦେଖ, ସେହି ଦୂତ ତାଙ୍କ ନିକଟକୁ ଓହ୍ଲାଇ ଆସିଲା; ଆଉ ସେ କହିଲା, ଦେଖ, ଏହି ଅମଙ୍ଗଳ ସଦାପ୍ରଭୁଙ୍କଠାରୁ; ମୁଁ କିହେତୁ ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି? Viz kapitolaଓଡିଆ ବାଇବେଲ33 ପୁଣି ସେ ସେମାନଙ୍କ ସହିତ କଥାବାର୍ତ୍ତା କରୁ କରୁ ଦେଖ, ସେହି ଦୂତ ତାଙ୍କ ନିକଟକୁ ଓହ୍ଲାଇ ଆସିଲା; ଆଉ ସେ କହିଲା, “ଦେଖ, ଏହି ଅମଙ୍ଗଳ ସଦାପ୍ରଭୁଙ୍କଠାରୁ; ମୁଁ କାହିଁକି ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ପୁଣି ସେ ସେମାନଙ୍କ ସହିତ କଥାବାର୍ତ୍ତା କରୁ କରୁ ଦେଖ, ସେହି ଦୂତ ତାଙ୍କ ନିକଟକୁ ଓହ୍ଲାଇ ଆସିଲା; ଆଉ ସେ କହିଲା, “ଦେଖ, ଏହି ଅମଙ୍ଗଳ ସଦାପ୍ରଭୁଙ୍କଠାରୁ; ମୁଁ କାହିଁକି ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି?” Viz kapitola |