2 ରାଜାବଳୀ 6:6 - ପବିତ୍ର ବାଇବଲ6 ପରମେଶ୍ୱରଙ୍କ ଲୋକ କହିଲେ, “କେଉଁ ସ୍ଥାନରେ ତାହା ପଡ଼ିଲା?” ଲୋକଟି ସ୍ଥାନଟିକୁ ଚିହ୍ନଟ କଲେ। ତା'ପରେ ଇଲୀଶାୟ ଖଣ୍ଡେ କାଠ ପାଣି ଭିତରକୁ ପକାଇଲେ, କାଠ ଲୁହା କୁହ୍ରାଡ଼ିକୁ ଧରି ଭାସିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଥିରେ ପରମେଶ୍ଵରଙ୍କ ଲୋକ କହିଲେ, ତାହା କେଉଁ ସ୍ଥାନରେ ପଡ଼ିଲା? ତହୁଁ ସେ ତାଙ୍କୁ ସେହି ସ୍ଥାନ ଦେଖାଇ ଦେଲା। ତହିଁରେ ଇଲୀଶାୟ ଖଣ୍ତେ କାଠ କାଟି ସେଠାରେ ପକାଇ ଲୁହାକୁ ଭସାଇଲେ। Viz kapitolaଓଡିଆ ବାଇବେଲ6 ଏଥିରେ ପରମେଶ୍ୱରଙ୍କ ଲୋକ କହିଲେ, “ତାହା କେଉଁ ସ୍ଥାନରେ ପଡ଼ିଲା ?” ତହୁଁ ସେ ତାଙ୍କୁ ସେହି ସ୍ଥାନ ଦେଖାଇ ଦେଲା। ତହିଁରେ ଇଲୀଶାୟ ଖଣ୍ଡେ କାଠ କାଟି ସେଠାରେ ପକାଇ ଲୁହାକୁ ଭସାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିରେ ପରମେଶ୍ୱରଙ୍କ ଲୋକ କହିଲେ, “ତାହା କେଉଁ ସ୍ଥାନରେ ପଡ଼ିଲା?” ତହୁଁ ସେ ତାଙ୍କୁ ସେହି ସ୍ଥାନ ଦେଖାଇ ଦେଲା। ତହିଁରେ ଇଲୀଶାୟ ଖଣ୍ଡେ କାଠ କାଟି ସେଠାରେ ପକାଇ ଲୁହାକୁ ଭସାଇଲେ। Viz kapitola |