2 ରାଜାବଳୀ 6:8 - ପବିତ୍ର ବାଇବଲ8 ଥରେ ଅରାମର ରାଜା ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରୁଥିଲେ। ସେ ନିଜର ସେନାର ଉଚ୍ଚକର୍ମଗ୍ଭରୀ ସହିତ ଏକ ସଭାରେ ଥିଲେ ଓ ସେ ସେମାନଙ୍କୁ ଆଦେଶ ଦେଲେ, “ଏମିତି ସ୍ଥାନରେ ଲୁଚି ରୁହ ଯେତେବେଳେ ଇସ୍ରାଏଲୀୟମାନେ ଆସିବେ, ସେମାନଙ୍କୁ ଆକ୍ରମଣ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ଥରେ ଅରାମର ରାଜା ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରୁଥିଲା, ମାତ୍ର ସେ ଯେତେବେଳେ ଆପଣା ଦାସମାନଙ୍କ ସହିତ ମନ୍ତ୍ରଣା କରି କହେ, ଏହି ଏହି ସ୍ଥାନରେ ମୋହର ଛାଉଣି ହେବ, Viz kapitolaଓଡିଆ ବାଇବେଲ8 ଥରେ ଅରାମର ରାଜା ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରୁଥିଲା, ମାତ୍ର ସେ ଯେତେବେଳେ ଆପଣା ଦାସମାନଙ୍କ ସହିତ ମନ୍ତ୍ରଣା କରି କହେ, “କେବଳ ଏହି ଏହି ସ୍ଥାନରେ ମୋହର ଛାଉଣି ହେବ,” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଥରେ ଅରାମର ରାଜା ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରୁଥିଲା, ମାତ୍ର ସେ ଯେତେବେଳେ ଆପଣା ଦାସମାନଙ୍କ ସହିତ ମନ୍ତ୍ରଣା କରି କହେ, “କେବଳ ଏହି ଏହି ସ୍ଥାନରେ ମୋହର ଛାଉଣି ହେବ,” Viz kapitola |