2 ରାଜାବଳୀ 6:9 - ପବିତ୍ର ବାଇବଲ9 ମାତ୍ର ପରମେଶ୍ୱରଙ୍କ ଲୋକ ଇଲୀଶାୟ ଇସ୍ରାଏଲ ରାଜାଙ୍କ ନିକଟକୁ ଏକ ବାର୍ତ୍ତା ପଠାଇ କହିଲେ, “ସାବଧାନ, ତୁମ୍ଭେ ସେହି ସ୍ଥାନ ଦେଇ ଯିବ ନାହିଁ। କାରଣ ଅରାମୀୟମାନେ ସେ ସ୍ଥାନରେ ଗୋପନରେ ଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେତେବେଳେ ପରମେଶ୍ଵରଙ୍କ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ କହି ପଠାନ୍ତି, ସାବଧାନ, ତୁମ୍ଭେ ସେହି ସ୍ଥାନ ଦେଇ ଯିବ ନାହିଁ; କାରଣ ଅରାମୀୟମାନେ ସେହି ସ୍ଥାନକୁ ଓହ୍ଲାଇ ଆସୁଅଛନ୍ତି। Viz kapitolaଓଡିଆ ବାଇବେଲ9 ସେତେବେଳେ ପରମେଶ୍ୱରଙ୍କ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ କହି ପଠାନ୍ତି, “ସାବଧାନ, ତୁମ୍ଭେ ସେହି ସ୍ଥାନ ଦେଇ ଯିବ ନାହିଁ; କାରଣ ଅରାମୀୟମାନେ ସେହି ସ୍ଥାନକୁ ଓହ୍ଲାଇ ଆସୁଅଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେତେବେଳେ ପରମେଶ୍ୱରଙ୍କ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ କହି ପଠାନ୍ତି, “ସାବଧାନ, ତୁମ୍ଭେ ସେହି ସ୍ଥାନ ଦେଇ ଯିବ ନାହିଁ; କାରଣ ଅରାମୀୟମାନେ ସେହି ସ୍ଥାନକୁ ଓହ୍ଲାଇ ଆସୁଅଛନ୍ତି।” Viz kapitola |