2 ରାଜାବଳୀ 7:10 - ପବିତ୍ର ବାଇବଲ10 ତେଣୁ ଏହି କୁଷ୍ଠୀମାନେ ଆସି ନଗରର ଦ୍ୱାରୀକୁ ଡାକିଲେ। ସେମାନଙ୍କୁ ଜଣାଇ କହିଲେ, “ଆମ୍ଭେମାନେ ଅରାମୀୟ ଛାଉଣିକୁ ଯାଇଥିଲୁ ଏବଂ ସେଠାରେ କାହାକୁ ପାଇଲୁ ନାହିଁ। ଆମ୍ଭେ କୌଣସି ବ୍ୟକ୍ତି ବିଷୟରେ ଶୁଣିଲୁ ନାହିଁ। କୌଣସି ମଣିଷ ନ ଥିଲେ, କାହାରି ଶବ୍ଦ ଶୁଣିଲୁ ନାହିଁ। ଅଶ୍ୱ ଗର୍ଦ୍ଦଭ ସେଠାରେ ବନ୍ଧା ହୋଇ ରହିଛନ୍ତି ଓ ତମ୍ବୁଗୁଡ଼ିକ ସେହିପରି ଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ତହୁଁ ସେମାନେ ଆସି ନଗରର ଦ୍ଵାରୀକୁ ଡାକିଲେ; ଆଉ ସେମାନଙ୍କୁ ଜଣାଇ କହିଲେ, ଆମ୍ଭେମାନେ ଅରାମୀୟମାନଙ୍କ ଛାଉଣିକି ଯାଇଥିଲୁ, ଆଉ ଦେଖ, ସେଠାରେ କୌଣସି ମନୁଷ୍ୟ ନାହିଁ; କି ମନୁଷ୍ୟର ଶଦ୍ଦ ନାହିଁ, ମାତ୍ର ଅଶ୍ଵ ଓ ଗର୍ଦ୍ଦଭଗଣ ବନ୍ଧା ହୋଇଅଛନ୍ତି, ଆଉ ତମ୍ଵୁସବୁ ଯେପରି ଥିଲା, ସେପରି ଅଛି। Viz kapitolaଓଡିଆ ବାଇବେଲ10 ତହୁଁ ସେମାନେ ଆସି ନଗରର ଦ୍ୱାରୀକୁ ଡାକିଲେ; ଆଉ ସେମାନଙ୍କୁ ଜଣାଇ କହିଲେ, “ଆମ୍ଭେମାନେ ଅରାମୀୟମାନଙ୍କ ଛାଉଣିକୁ ଯାଇଥିଲୁ, ଆଉ ଦେଖ, ସେଠାରେ କୌଣସି ମନୁଷ୍ୟ ନାହିଁ; କି ମନୁଷ୍ୟର ଶବ୍ଦ ନାହିଁ, ମାତ୍ର ଅଶ୍ୱ ଓ ଗର୍ଦ୍ଦଭଗଣ ବନ୍ଧା ହୋଇଅଛନ୍ତି, ଆଉ ତମ୍ବୁସବୁ ଯେପରି ଥିଲା, ସେପରି ଅଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହୁଁ ସେମାନେ ଆସି ନଗରର ଦ୍ୱାରୀକୁ ଡାକିଲେ; ଆଉ ସେମାନଙ୍କୁ ଜଣାଇ କହିଲେ, “ଆମ୍ଭେମାନେ ଅରାମୀୟମାନଙ୍କ ଛାଉଣିକୁ ଯାଇଥିଲୁ, ଆଉ ଦେଖ, ସେଠାରେ କୌଣସି ମନୁଷ୍ୟ ନାହିଁ; କି ମନୁଷ୍ୟର ଶବ୍ଦ ନାହିଁ, ମାତ୍ର ଅଶ୍ୱ ଓ ଗର୍ଦ୍ଦଭଗଣ ବନ୍ଧା ହୋଇଅଛନ୍ତି, ଆଉ ତମ୍ବୁସବୁ ଯେପରି ଥିଲା, ସେପରି ଅଛି।” Viz kapitola |