Online Bible

- Reklamy -




2 ରାଜାବଳୀ 7:13 - ପବିତ୍ର ବାଇବଲ

13 ରାଜାଙ୍କର ଉଚ୍ଚ ଅଧିକାରୀ ମଧ୍ୟରୁ ଜଣେ କହିଲା, “ନଗର ବାହାରେ ଅବଶିଷ୍ଟ ଥିବା ପାଞ୍ଚୋଟି ଅଶ୍ୱରେ କେତେକ ଲୋକ ଯାଇ ଦେଖନ୍ତୁ। ନଗରରେ ସେହି ଅଶ୍ୱଗୁଡ଼ିକ ପଳାଇଛନ୍ତି, କିନ୍ତୁ ଇସ୍ରାଏଲର ଲୋକମାନେ ଯେଉଁମାନେ ନଗରରୁ ପଳାଇଛନ୍ତି ସେହିପରି ସେମାନେ ମରିବେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ତହିଁରେ ତାହାର ଦାସମାନଙ୍କ ମଧ୍ୟରୁ ଜଣେ ଉତ୍ତର କରି କହିଲା, ମୁଁ ବିନୟ କରୁଅଛି, ଆମ୍ଭେମାନେ କେତେକ ଲୋକ ପଠାଇ ଦେଖୁ, ସେମାନେ ନଗରରେ ଅବଶିଷ୍ଟ ଅଶ୍ଵମାନଙ୍କ ମଧ୍ୟରୁ ପାଞ୍ଚୋଟି ନେଇ ଯାଉନ୍ତୁ, ଦେଖନ୍ତୁ, ସେମାନେ ନଗରରେ ଅବଶିଷ୍ଟ ଇସ୍ରାଏଲର ସମସ୍ତ ଜନତା ସମାନ; ଦେଖନ୍ତୁ, ସେମାନେ ଇସ୍ରାଏଲର ସମସ୍ତ ନଷ୍ଟକଳ୍ପ ଜନତା ସମାନ।

Viz kapitola kopírovat

ଓଡିଆ ବାଇବେଲ

13 ତହିଁରେ ତାହାର ଦାସମାନଙ୍କ ମଧ୍ୟରୁ ଜଣେ ଉତ୍ତର କରି କହିଲା, “ମୁଁ ବିନୟ କରୁଅଛି, ଆମ୍ଭେମାନେ କେତେକ ଲୋକ ପଠାଇ ଦେଖୁ, ସେମାନେ ନଗରରେ ଅବଶିଷ୍ଟ ଅଶ୍ୱମାନଙ୍କ ମଧ୍ୟରୁ ପାଞ୍ଚୋଟି ନେଇ ଯାଉନ୍ତୁ, ଦେଖନ୍ତୁ, ସେମାନେ ନଗରରେ ଅବଶିଷ୍ଟ ଇସ୍ରାଏଲର ସମସ୍ତ ଜନତା ସମାନ; ଦେଖନ୍ତୁ, ସେମାନେ ଇସ୍ରାଏଲର ସମସ୍ତ ନଷ୍ଟକଳ୍ପ ଜନତା ସମାନ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହିଁରେ ତାହାର ଦାସମାନଙ୍କ ମଧ୍ୟରୁ ଜଣେ ଉତ୍ତର କରି କହିଲା, “ମୁଁ ବିନୟ କରୁଅଛି, ଆମ୍ଭେମାନେ କେତେକ ଲୋକ ପଠାଇ ଦେଖୁ, ସେମାନେ ନଗରରେ ଅବଶିଷ୍ଟ ଅଶ୍ୱମାନଙ୍କ ମଧ୍ୟରୁ ପାଞ୍ଚୋଟି ନେଇ ଯାଉନ୍ତୁ, ଦେଖନ୍ତୁ, ସେମାନେ ନଗରରେ ଅବଶିଷ୍ଟ ଇସ୍ରାଏଲର ସମସ୍ତ ଜନତା ସମାନ; ଦେଖନ୍ତୁ, ସେମାନେ ଇସ୍ରାଏଲର ସମସ୍ତ ନଷ୍ଟକଳ୍ପ ଜନତା ସମାନ।”

Viz kapitola kopírovat




2 ରାଜାବଳୀ 7:13

Následuj nás:

Reklamy


Reklamy