2 ରାଜାବଳୀ 7:14 - ପବିତ୍ର ବାଇବଲ14 ତେଣୁ ସେମାନେ ଅଶ୍ୱ ସହିତ ଦୁଇଟି ରଥ ନେଲେ। ରାଜା ସେମାନଙ୍କୁ ଅରାମୀୟ ସୈନ୍ୟମାନଙ୍କ ପଛେ ପଠାଇଲେ। ରାଜା ସେମାନଙ୍କୁ କହିଲେ, “ଯାଅ ଏବଂ ଦେଖ କ’ଣ ଘଟିଛି?” Viz kapitolaପବିତ୍ର ବାଇବଲ (Re-edited) - (BSI)14 ଏହେତୁ ସେହି ଲୋକମାନେ ଅଶ୍ଵ ସହିତ ଦୁଇ ରଥ ନେଲେ ଓ ରାଜା ସେମାନଙ୍କୁ ଅରାମୀୟ ସୈନ୍ୟ ପଛେ ପଠାଇ କହିଲେ, ଯାଇ ଦେଖ। Viz kapitolaଓଡିଆ ବାଇବେଲ14 ଏହେତୁ ସେହି ଲୋକମାନେ ଅଶ୍ୱ ସହିତ ଦୁଇ ରଥ ନେଲେ ଓ ରାଜା ସେମାନଙ୍କୁ ଅରାମୀୟ ସୈନ୍ୟ ପଛେ ପଠାଇ କହିଲେ, “ଯାଇ ଦେଖ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏହେତୁ ସେହି ଲୋକମାନେ ଅଶ୍ୱ ସହିତ ଦୁଇ ରଥ ନେଲେ ଓ ରାଜା ସେମାନଙ୍କୁ ଅରାମୀୟ ସୈନ୍ୟ ପଛେ ପଠାଇ କହିଲେ, “ଯାଇ ଦେଖ।” Viz kapitola |