Online Bible

- Reklamy -




2 ରାଜାବଳୀ 7:15 - ପବିତ୍ର ବାଇବଲ

15 ଅରାମୀୟ ସୈନ୍ୟମାନେ ଯାଇଥିବା ପଥରେ ସେମାନେ ଯର୍ଦ୍ଦନ ନଦୀ ପର୍ଯ୍ୟନ୍ତ ଗଲେ। ସମଗ୍ର ପଥଟି ଅରାମୀୟମାନଙ୍କର ଦ୍ରୁତ ପଳାୟନରେ ଛାଡ଼ି ଯାଇଥିବା ବସ୍ତ୍ର ଓ ଅସ୍ତ୍ର ଆଦି ପାତ୍ରମାନଙ୍କରେ ପୂର୍ଣ୍ଣ ଥିଲା। ସେମାନେ ଫେରି ଆସି ରାଜାଙ୍କୁ ଏହା ଜଣାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ତହୁଁ ସେମାନେ ଯର୍ଦ୍ଦନ ପର୍ଯ୍ୟନ୍ତ ସେମାନଙ୍କ ପଛେ ପଛେ ଗଲେ; ଆଉ ଦେଖ, ଅରାମୀୟମାନେ ତରତର ହୋଇ ଯାହା ପକାଇ ଦେଇ ଯାଇଥିଲେ, ଏପରି ବସ୍ତ୍ର ଓ ପାତ୍ରାଦିରେ ସମସ୍ତ ପଥ ପୂର୍ଣ୍ଣ ଥିଲା। ତେବେ ସେ ଦୂତମାନେ ଫେରି ଆସି ରାଜାଙ୍କୁ ସମ୍ଵାଦ ଦେଲେ।

Viz kapitola kopírovat

ଓଡିଆ ବାଇବେଲ

15 ତହୁଁ ସେମାନେ ଯର୍ଦ୍ଦନ ପର୍ଯ୍ୟନ୍ତ ସେମାନଙ୍କ ପଛେ ପଛେ ଗଲେ; ଆଉ ଦେଖ, ଅରାମୀୟମାନେ ତରତର ହୋଇ ଯାହା ପକାଇ ଦେଇ ଯାଇଥିଲେ, ଏପରି ବସ୍ତ୍ର ଓ ପାତ୍ରାଦିରେ ସମସ୍ତ ପଥ ପୂର୍ଣ୍ଣ ଥିଲା। ତେବେ ସେ ଦୂତମାନେ ଫେରି ଆସି ରାଜାଙ୍କୁ ସମ୍ବାଦ ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହୁଁ ସେମାନେ ଯର୍ଦ୍ଦନ ପର୍ଯ୍ୟନ୍ତ ସେମାନଙ୍କ ପଛେ ପଛେ ଗଲେ; ଆଉ ଦେଖ, ଅରାମୀୟମାନେ ତରତର ହୋଇ ଯାହା ପକାଇଦେଇ ଯାଇଥିଲେ, ଏପରି ବସ୍ତ୍ର ଓ ପାତ୍ରାଦିରେ ସମସ୍ତ ପଥ ପୂର୍ଣ୍ଣ ଥିଲା। ତେବେ ସେ ଦୂତମାନେ ଫେରିଆସି ରାଜାଙ୍କୁ ସମ୍ବାଦ ଦେଲେ।

Viz kapitola kopírovat




2 ରାଜାବଳୀ 7:15

Následuj nás:

Reklamy


Reklamy