Online Bible

- Reklamy -




2 ରାଜାବଳୀ 7:16 - ପବିତ୍ର ବାଇବଲ

16 ତା'ପରେ ଲୋକମାନେ ନଗର ବାହାରକୁ ଗଲେ ଓ ଅରାମୀୟମାନଙ୍କ ଛାଉଣିରେ ପଶି ସମସ୍ତ ଲୁଣ୍ଠନ କଲେ। ସେଥିରେ ପ୍ରଚୁର ସାମଗ୍ରୀମାନ ଥିଲା। ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ଝୁଡ଼ି ସରୁ ମଇଦା ଏକ ଶେକଲରେ ଓ ଦୁଇ ଝୁଡ଼ି ଯବ ଏକ ଶେକଲରେ ବିକ୍ରି କରାଗଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ତହିଁରେ ଲୋକମାନେ ବାହାରକୁ ଯାଇ ଅରାମୀୟମାନଙ୍କ ଛାଉଣି ଲୁଟ କଲେ। ତେଣୁ ସଦାପ୍ରଭୁଙ୍କ ବାକ୍ୟାନୁସାରେଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକାଗଲା।

Viz kapitola kopírovat

ଓଡିଆ ବାଇବେଲ

16 ତହିଁରେ ଲୋକମାନେ ବାହାରକୁ ଯାଇ ଅରାମୀୟମାନଙ୍କ ଛାଉଣି ଲୁଟ କଲେ। ତେଣୁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଗଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହିଁରେ ଲୋକମାନେ ବାହାରକୁ ଯାଇ ଅରାମୀୟମାନଙ୍କ ଛାଉଣି ଲୁଟ କଲେ। ତେଣୁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଗଲା।

Viz kapitola kopírovat




2 ରାଜାବଳୀ 7:16

Následuj nás:

Reklamy


Reklamy