2 ରାଜାବଳୀ 7:17 - ପବିତ୍ର ବାଇବଲ17 ରାଜା ତାଙ୍କ ଅତି ନିକଟ ସେନାପତିଙ୍କୁ ନଗରଦ୍ୱାର ରକ୍ଷା କରିବାକୁ ନିଯୁକ୍ତ କଲେ। ମାତ୍ର ଲୋକମାନେ ଖାଦ୍ୟ ଆଣିବାକୁ ଗଲାବେଳେ ସେମାନେ ସେନାପତିକଙ୍କ ଲୋକକୁ ଦଳି ଦେଲେ ତହିଁରେ ସେ ମରିଗଲା। ରାଜା ଯେତେବେଳେ ଇଲୀଶାୟ ଗୃହକୁ ଯାଇଥିଲେ ଇଲୀଶାୟ ଯାହା କହିଥିଲେ ତାହା ହିଁ ସବୁ ଘଟିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)17 ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ତାହାକୁ ନଗର-ଦ୍ଵାର ରକ୍ଷା କରିବା ପାଇଁ ନିଯୁକ୍ତ କଲେ; ଏଥିରେ ଲୋକମାନେ ନଗର-ଦ୍ଵାରରେ ତାହାକୁ ଦଳି ପକାଇଲେ, ତହିଁରେ ରାଜା ପରମେଶ୍ଵରଙ୍କ ଲୋକଙ୍କ ନିକଟକୁ ଯିବା ବେଳେ ପରମେଶ୍ଵରଙ୍କ ଲୋକ ତାଙ୍କୁ ଯେପରି କହିଥିଲେ, ତଦନୁସାରେ ସେ ମଲା। Viz kapitolaଓଡିଆ ବାଇବେଲ17 ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ତାହାକୁ ନଗର ଦ୍ୱାର ରକ୍ଷା କରିବା ପାଇଁ ନିଯୁକ୍ତ କଲେ; ଏଥିରେ ଲୋକମାନେ ନଗର ଦ୍ୱାରରେ ତାହାକୁ ଦଳି ପକାଇଲେ, ତହିଁରେ ରାଜା ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଯିବା ବେଳେ ପରମେଶ୍ୱରଙ୍କ ଲୋକ ତାଙ୍କୁ ଯେପରି କହିଥିଲେ, ତଦନୁସାରେ ସେ ମଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ତାହାକୁ ନଗର-ଦ୍ୱାର ରକ୍ଷା କରିବା ପାଇଁ ନିଯୁକ୍ତ କଲେ; ଏଥିରେ ଲୋକମାନେ ନଗର-ଦ୍ୱାରରେ ତାହାକୁ ଦଳି ପକାଇଲେ, ତହିଁରେ ରାଜା ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଯିବା ବେଳେ ପରମେଶ୍ୱରଙ୍କ ଲୋକ ତାଙ୍କୁ ଯେପରି କହିଥିଲେ, ତଦନୁସାରେ ସେ ମଲା। Viz kapitola |