Online Bible

- Reklamy -




2 ରାଜାବଳୀ 7:18 - ପବିତ୍ର ବାଇବଲ

18 ଇଲୀଶାୟ ରାଜାଙ୍କୁ କହିଥିଲେ, “କାଲି ପ୍ରାୟ ଏହି ସମୟରେ ଶମରିୟାର ନଗର ଦ୍ୱାରରେ ଜଣେ ଲୋକ ଏକ ଝୁଡ଼ି ମଇଦା ଏକ ଶେକଲରେ ଓ ଦୁଇ ଝୁଡ଼ି ଯବ ଏକ ଶେକଲରେ ବିକ୍ରି କରିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ପରମେଶ୍ଵରଙ୍କ ଲୋକ ରାଜାଙ୍କୁ ଏହି କଥା କହିଥିଲେ, କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର-ଦ୍ଵାରରେ ଦୁଇ ପସୁରୀ ଯବ ଏକ ଶେକଲ ଓ ଏକ ପସୁରୀ ସରୁ ମଇଦା ଏକ ଶେକଲ ହେବ;

Viz kapitola kopírovat

ଓଡିଆ ବାଇବେଲ

18 ପରମେଶ୍ୱରଙ୍କ ଲୋକ ରାଜାଙ୍କୁ ଏହି କଥା କହିଥିଲେ, “କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର ଦ୍ୱାରରେ ଦୁଇ ପସୁରୀ ଯବ ଏକ ଶେକଲ ଓ ଏକ ପସୁରୀ ସରୁ ମଇଦା ଏକ ଶେକଲ ହେବ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପରମେଶ୍ୱରଙ୍କ ଲୋକ ରାଜାଙ୍କୁ ଏହି କଥା କହିଥିଲେ, “କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର-ଦ୍ୱାରରେ ଦୁଇ ପସୁରୀ ଯବ ଏକ ଶେକଲ ଓ ଏକ ପସୁରୀ ସରୁ ମଇଦା ଏକ ଶେକଲ ହେବ।”

Viz kapitola kopírovat




2 ରାଜାବଳୀ 7:18

Následuj nás:

Reklamy


Reklamy