Online Bible

- Reklamy -




2 ରାଜାବଳୀ 7:5 - ପବିତ୍ର ବାଇବଲ

5 ତେଣୁ ସେହି ଦିନ ସନ୍ଧ୍ୟାରେ ସେ ଗ୍ଭରିଜଣ କୁଷ୍ଠୀ ଅରାମୀୟ ଶିବିରକୁ ଗଲେ। ସେମାନେ ଅରାମୀୟ ଶିବିରର ବାହାର ସୀମାରେ ପହଞ୍ଚି ଦେଖିଲେ, ସେଠାରେ କୌଣସି ମନୁଷ୍ୟ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ଏଣୁ ସେମାନେ ଅରାମୀୟମାନଙ୍କ ଛାଉଣିକି ଯିବା ପାଇଁ ଗୋଧୂଳି ସମୟରେ ଉଠିଲେ; ଆଉ ସେମାନେ ଅରାମୀୟମାନଙ୍କ ଛାଉଣିର ବାହାର ସୀମାରେ ଉପସ୍ଥିତ ହେବା ବେଳେ, ଦେଖ, ସେଠାରେ କୌଣସି ମନୁଷ୍ୟ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

5 ଏଣୁ କୁଷ୍ଠୀମାନେ ଅରାମୀୟମାନଙ୍କ ଛାଉଣିକୁ ଯିବା ପାଇଁ ଗୋଧୂଳି ସମୟରେ ଉଠିଲେ; ଆଉ ସେମାନେ ଅରାମୀୟମାନଙ୍କ ଛାଉଣିର ବାହାର ସୀମାରେ ଉପସ୍ଥିତ ହେବା ବେଳେ, ଦେଖ, ସେଠାରେ କୌଣସି ମନୁଷ୍ୟ ନ ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଣୁ କୁଷ୍ଠୀମାନେ ଅରାମୀୟମାନଙ୍କ ଛାଉଣିକୁ ଯିବା ପାଇଁ ଗୋଧୂଳି ସମୟରେ ଉଠିଲେ; ଆଉ ସେମାନେ ଅରାମୀୟମାନଙ୍କ ଛାଉଣିର ବାହାର ସୀମାରେ ଉପସ୍ଥିତ ହେବା ବେଳେ, ଦେଖ, ସେଠାରେ କୌଣସି ମନୁଷ୍ୟ ନ ଥିଲେ।

Viz kapitola kopírovat




2 ରାଜାବଳୀ 7:5

Následuj nás:

Reklamy


Reklamy