Online Bible

- Reklamy -




2 ରାଜାବଳୀ 7:7 - ପବିତ୍ର ବାଇବଲ

7 ତେଣୁ ଅରାମୀୟ ସୈନ୍ୟମାନେ ଗୋଧୂଳି ସମୟରେ ଶିବିର ଛାଡ଼ି ପଳାୟନ କଲେ। ସେମାନେ ସେମାନଙ୍କର ତମ୍ବୁ, ଅଶ୍ୱ, ଗର୍ଦ୍ଦଭ ଆଦି ସମସ୍ତ ଜିନିଷ ଛାଡ଼ି ଜୀବନ ରକ୍ଷା କରିବାକୁ ପଳାୟନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଏହେତୁ ସେମାନେ ଉଠି ଗୋଧୂଳି ସମୟରେ ପଳାଇଲେ, ଆଉ ସେମାନେ ଆପଣାମାନଙ୍କ ତମ୍ଵୁ ଓ ଅଶ୍ଵ ଓ ଗର୍ଦ୍ଦଭ ଓ ଛାଉଣି ଯେପରି ଥିଲା, ସେପରି ଛାଡ଼ି ଆପଣାମାନଙ୍କ ପ୍ରାଣରକ୍ଷାର୍ଥେ ପଳାଇଲେ।

Viz kapitola kopírovat

ଓଡିଆ ବାଇବେଲ

7 ଏହେତୁ ଅରାମୀୟମାନଙ୍କ ସୈନ୍ୟଗଣ ଉଠି ଗୋଧୂଳି ସମୟରେ ପଳାଇଲେ, ଆଉ ସେମାନେ ଆପଣାମାନଙ୍କ ତମ୍ବୁ ଓ ଅଶ୍ୱ ଓ ଗର୍ଦ୍ଦଭ ଓ ଛାଉଣି ଯେପରି ଥିଲା, ସେପରି ଛାଡ଼ି ଆପଣାମାନଙ୍କ ପ୍ରାଣରକ୍ଷାର୍ଥେ ପଳାଇଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏହେତୁ ଅରାମୀୟମାନଙ୍କ ସୈନ୍ୟଗଣ ଉଠି ଗୋଧୂଳି ସମୟରେ ପଳାଇଲେ, ଆଉ ସେମାନେ ଆପଣାମାନଙ୍କ ତମ୍ବୁ ଓ ଅଶ୍ୱ ଓ ଗର୍ଦ୍ଦଭ ଓ ଛାଉଣି ଯେପରି ଥିଲା, ସେପରି ଛାଡ଼ି ଆପଣାମାନଙ୍କ ପ୍ରାଣରକ୍ଷାର୍ଥେ ପଳାଇଲେ।

Viz kapitola kopírovat




2 ରାଜାବଳୀ 7:7

Následuj nás:

Reklamy


Reklamy