2 ରାଜାବଳୀ 8:11 - ପବିତ୍ର ବାଇବଲ11 ସେତେବେଳେ ଇଲୀଶାୟ ହସାୟେଲ ପ୍ରତି ଏପରି ସ୍ଥିର ଦୃଷ୍ଟି କଲେ ଯେ, ସେ ଲଜ୍ଜିତ ହେବା ପର୍ଯ୍ୟନ୍ତ ବିହ୍ୱଳ ହେଲେ। ପୁଣି ପରମେଶ୍ୱରଙ୍କ ଲୋକ ରୋଦନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ସେତେବେଳେ ଇଲୀଶାୟ ତାହା ପ୍ରତି ଏପରି ସ୍ଥିରଦୃଷ୍ଟି କଲେ ଯେ, ସେ ଲଜ୍ଜିତ ହେଲା; ପୁଣି ପରମେଶ୍ଵରଙ୍କ ଲୋକ ରୋଦନ କଲେ। Viz kapitolaଓଡିଆ ବାଇବେଲ11 ସେତେବେଳେ ଇଲୀଶାୟ ତାହା ପ୍ରତି ଏପରି ସ୍ଥିରଦୃଷ୍ଟି କଲେ ଯେ, ସେ ଲଜ୍ଜିତ ହେଲା; ପୁଣି ପରମେଶ୍ୱରଙ୍କ ଲୋକ ରୋଦନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେତେବେଳେ ଇଲୀଶାୟ ତାହା ପ୍ରତି ଏପରି ସ୍ଥିର ଦୃଷ୍ଟି କଲେ ଯେ, ସେ ଲଜ୍ଜିତ ହେଲା; ପୁଣି ପରମେଶ୍ୱରଙ୍କ ଲୋକ ରୋଦନ କଲେ। Viz kapitola |