Online Bible

- Reklamy -




2 ରାଜାବଳୀ 8:13 - ପବିତ୍ର ବାଇବଲ

13 ହସାୟେଲ କହିଲେ, “ମୁଁ ତ ସେପରି ଶକ୍ତିଶାଳୀ ନୁହେଁ, ମୁଁ ସେହି ସାମରିକ କୃତିବ ପାରିବ ନାହିଁ?” ଇଲୀଶାୟ ଉତ୍ତର କଲେ, “ସଦାପ୍ରଭୁ ମୋତେ ଜଣାଇଛନ୍ତି ତୁମ୍ଭେ ଅରାମର ରାଜା ହେବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଏଥିରେ ହସାୟେଲ କହିଲା, ମାତ୍ର ଆପଣଙ୍କ ଦାସ, ଯେ ଗୋଟିଏ କୁକ୍କୁର ମାତ୍ର, ସେ କିଏ ଯେ, ଏହି ବଡ଼ କର୍ମ କରିବ? ତହୁଁ ଇଲୀଶାୟ ଉତ୍ତର କଲେ, ସଦାପ୍ରଭୁ ମୋତେ ଜଣାଇଅଛନ୍ତି ଯେ, ତୁମ୍ଭେ ଅରାମର ରାଜା ହେବ।

Viz kapitola kopírovat

ଓଡିଆ ବାଇବେଲ

13 ଏଥିରେ ହସାୟେଲ କହିଲା, “ମାତ୍ର ଆପଣଙ୍କ ଦାସ, ଯେ ଗୋଟିଏ କୁକ୍କୁର ମାତ୍ର, ସେ କିଏ ଯେ, ଏହି ବଡ଼ କର୍ମ କରିବ ?” ତହୁଁ ଇଲୀଶାୟ ଉତ୍ତର କଲେ, “ସଦାପ୍ରଭୁ ମୋତେ ଜଣାଇ ଅଛନ୍ତି ଯେ, ତୁମ୍ଭେ ଅରାମର ରାଜା ହେବ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଥିରେ ହସାୟେଲ କହିଲା, “ମାତ୍ର ଆପଣଙ୍କ ଦାସ, ଯେ ଗୋଟିଏ କୁକ୍କୁର ମାତ୍ର, ସେ କିଏ ଯେ, ଏହି ବଡ଼ କର୍ମ କରିବ?” ତହୁଁ ଇଲୀଶାୟ ଉତ୍ତର କଲେ, “ସଦାପ୍ରଭୁ ମୋତେ ଜଣାଇ ଅଛନ୍ତି ଯେ, ତୁମ୍ଭେ ଅରାମର ରାଜା ହେବ।”

Viz kapitola kopírovat




2 ରାଜାବଳୀ 8:13

Následuj nás:

Reklamy


Reklamy