2 ରାଜାବଳୀ 8:21 - ପବିତ୍ର ବାଇବଲ21 ତା'ପରେ ଯିହୋରାମ ଓ ତାଙ୍କର ସମସ୍ତ ରଥ ସାୟୀରକୁ ଯାତ୍ରା କଲେ। ଇଦୋମୀୟ ସୈନ୍ୟମାନେ ସେମାନଙ୍କୁ ଚତୁର୍ଦ୍ଦିଗରୁ ଘେରିଗଲେ। ଯିହୋରାମ ଓ ତାଙ୍କର ସେନାଧ୍ୟକ୍ଷମାନେ ସେମାନଙ୍କୁ ଆକ୍ରମଣ କଲେ। ସେଥିରେ ଶତ୍ରୁମାନେ ପ୍ରାଣଭୟରେ ଦୌଡ଼ି ପଳାୟନ କଲେ। ମାତ୍ର ଯିହୋରାମଙ୍କର ସମସ୍ତ ସୈନ୍ୟ ନିଜ ନିଜ ତମ୍ବୁକୁ ଫେରି ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତହିଁରେ ଯୋରାମ୍ ଓ ତାଙ୍କ ସଙ୍ଗେ ସମସ୍ତ ରଥ ସାୟୀରକୁ ଯାତ୍ରା କଲେ; ପୁଣି ସେ ରାତ୍ରି କାଳରେ ଉଠି ଆପଣା ଚତୁର୍ଦ୍ଦିଗ-ବେଷ୍ଟିତ ଇଦୋମୀୟମାନଙ୍କୁ ଓ ରଥାଧ୍ୟକ୍ଷମାନଙ୍କୁ ସଂହାର କଲେ; ଏଥିରେ ଲୋକମାନେ ଆପଣା ଆପଣା ତମ୍ଵୁକୁ ପଳାଇଲେ। Viz kapitolaଓଡିଆ ବାଇବେଲ21 ତହିଁରେ ଯୋରାମ୍ ଓ ତାଙ୍କ ସଙ୍ଗେ ସମସ୍ତ ରଥ ସାୟୀରକୁ ଯାତ୍ରା କଲେ; ପୁଣି ସେ ରାତ୍ରି କାଳରେ ଉଠି ଆପଣା ଚତୁର୍ଦ୍ଦିଗ ବେଷ୍ଟିତ ଇଦୋମୀୟମାନଙ୍କୁ ଓ ରଥଅଧ୍ୟକ୍ଷମାନଙ୍କୁ ସଂହାର କଲେ; ଏଥିରେ ଲୋକମାନେ ଆପଣା ଆପଣା ତମ୍ବୁକୁ ପଳାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତହିଁରେ ଯୋରାମ୍ ଓ ତାଙ୍କ ସଙ୍ଗେ ସମସ୍ତ ରଥ ସାୟୀରକୁ ଯାତ୍ରା କଲେ; ପୁଣି ସେ ରାତ୍ରିକାଳରେ ଉଠି ଆପଣା ଚତୁର୍ଦ୍ଦିଗ ବେଷ୍ଟିତ ଇଦୋମୀୟମାନଙ୍କୁ ଓ ରଥାଧ୍ୟକ୍ଷମାନଙ୍କୁ ସଂହାର କଲେ; ଏଥିରେ ଲୋକମାନେ ଆପଣା ଆପଣା ତମ୍ବୁକୁ ପଳାଇଲେ। Viz kapitola |