2 ରାଜାବଳୀ 8:24 - ପବିତ୍ର ବାଇବଲ24 ଯିହୋରାମ ମୃତ୍ୟୁବରଣ କଲେ ଓ ସେ ତାଙ୍କର ପୂର୍ବପୁରୁଷଙ୍କ ସହିତ ଦାଉଦ ନଗରରେ କବର ପ୍ରାପ୍ତ ହେଲେ। ତା'ପରେ ଯିହୋରାମଙ୍କ ପୁତ୍ର ଅହସିୟ ତାଙ୍କ ପଦରେ ରାଜା ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏଥି ଉତ୍ତାରେ ଯୋରାମ୍ ଆପଣା ପିତୃଗଣ ସହିତ ଶୟନ କରି ଦାଉଦ-ନଗରରେ ଆପଣା ପିତୃଗଣ ସହିତ କବର ପାଇଲେ ଓ ତାଙ୍କର ପୁତ୍ର ଅହସୀୟ ତାଙ୍କ ପଦରେ ରାଜ୍ୟ କଲେ। Viz kapitolaଓଡିଆ ବାଇବେଲ24 ଏଥିଉତ୍ତାରେ ଯୋରାମ୍ ମୃତ୍ୟୁବରଣ କଲେ ଓ ଦାଉଦ ନଗରରେ ଆପଣା ପିତୃଗଣ ସହିତ କବର ପାଇଲେ ଓ ତାଙ୍କର ପୁତ୍ର ଅହସୀୟ ତାଙ୍କ ପଦରେ ରାଜ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଥିଉତ୍ତାରେ ଯୋରାମ୍ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଗଣ ସହିତ କବର ପାଇଲେ ଓ ତାଙ୍କର ପୁତ୍ର ଅହସୀୟ ତାଙ୍କ ପଦରେ ରାଜ୍ୟ କଲେ। Viz kapitola |