Online Bible

- Reklamy -




2 ରାଜାବଳୀ 8:27 - ପବିତ୍ର ବାଇବଲ

27 ଅହସିୟ ମଧ୍ୟ ଆହାବର ବଂଶଧର ପରି ବାସ କଲେ ଏବଂ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ। ସେ ଏହିପରି ବାସ କଲେ, କାରଣ ସେ ଆହାବ ବଂଶର ଜାମାତା ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ପୁଣି ଅହସୀୟ ଆହାବ-ବଂଶର ପଥରେ ଚାଲି ଆହାବ-ବଂଶର କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; କାରଣ ସେ ଆହାବ-ବଂଶର ଜାମାତା ଥିଲେ।

Viz kapitola kopírovat

ଓଡିଆ ବାଇବେଲ

27 ପୁଣି ଅହସୀୟ ଆହାବ ବଂଶର ପଥରେ ଚାଲି ଆହାବ ବଂଶର କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; କାରଣ ସେ ଆହାବ ବଂଶର ଜାମାତା ଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁଣି ଅହସୀୟ ଆହାବ-ବଂଶର ପଥରେ ଚାଲି ଆହାବ-ବଂଶର କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; କାରଣ ସେ ଆହାବ-ବଂଶର ଜାମାତା ଥିଲେ।

Viz kapitola kopírovat




2 ରାଜାବଳୀ 8:27

Následuj nás:

Reklamy


Reklamy