Online Bible

- Reklamy -




2 ରାଜାବଳୀ 8:28 - ପବିତ୍ର ବାଇବଲ

28 ଯୋରାମ ଆହାବ ବଂଶର ଥିଲେ। ଏ ନିମନ୍ତେ ସେ ଅହସିୟଙ୍କ ସଙ୍ଗେ ମିଶି ଅରାମର ରାଜା ହସାୟେଲଙ୍କ ବିରୁଦ୍ଧରେ ରାମୋତ-ଗିଲିୟଦରେ ଯୁଦ୍ଧ କରିବାକୁ ଗଲେ। ଏଥିରେ ଅରାମୀୟମାନେ ଯୋରାମଙ୍କୁ କ୍ଷତବିକ୍ଷତ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ଏଉତ୍ତାରେ ସେ ଆହାବଙ୍କର ପୁତ୍ର ଯୋରାମ୍ଙ୍କ ସଙ୍ଗେ ମିଶି ଅରାମର ରାଜା ହସାୟେଲ ବିରୁଦ୍ଧରେ ରାମୋତ୍-ଗିଲୀୟଦରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟ ଲୋକମାନେ ଯୋରାମ୍ଙ୍କୁ କ୍ଷତବିକ୍ଷତ କଲେ।

Viz kapitola kopírovat

ଓଡିଆ ବାଇବେଲ

28 ଏଥିଉତ୍ତାରେ ସେ ଆହାବଙ୍କର ପୁତ୍ର ଯୋରାମ୍‍ଙ୍କ ସଙ୍ଗେ ମିଶି ଅରାମର ରାଜା ହସାୟେଲ ବିରୁଦ୍ଧରେ ରାମୋତ୍‍-ଗିଲୀୟଦରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟ ଲୋକମାନେ ଯୋରାମ୍‍ଙ୍କୁ କ୍ଷତବିକ୍ଷତ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଏଥିଉତ୍ତାରେ ସେ ଆହାବଙ୍କର ପୁତ୍ର ଯୋରାମ୍‍ଙ୍କ ସଙ୍ଗେ ମିଶି ଅରାମର ରାଜା ହସାୟେଲ ବିରୁଦ୍ଧରେ ରାମୋତ୍‍-ଗିଲୀୟଦରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟ ଲୋକମାନେ ଯୋରାମ୍‍ଙ୍କୁ କ୍ଷତବିକ୍ଷତ କଲେ।

Viz kapitola kopírovat




2 ରାଜାବଳୀ 8:28

Následuj nás:

Reklamy


Reklamy