2 ରାଜାବଳୀ 8:3 - ପବିତ୍ର ବାଇବଲ3 ପୁଣି ସାତ ବର୍ଷ ସମାପ୍ତି ପରେ ସେ ସ୍ତ୍ରୀଲୋକ ପଲେଷ୍ଟୀୟମାନଙ୍କ ଦେଶରୁ ଫେରି ଆସିଲା। ଆଉ ସେ ନିଜ ଗୃହ ଓ ଜମି ଫେରି ପାଇବାକୁ ଗୁହାରି କରିବା ପାଇଁ ରାଜାଙ୍କ ନିକଟକୁ ଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି ସାତ ବର୍ଷ ଶେଷରେ ସେ ସ୍ତ୍ରୀ ପଲେଷ୍ଟୀୟ-ମାନଙ୍କ ଦେଶରୁ ଫେରି ଆସିଲା; ଆଉ ସେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରିବାକୁ ରାଜାଙ୍କ ନିକଟକୁ ଗଲା। Viz kapitolaଓଡିଆ ବାଇବେଲ3 ପୁଣି ସାତ ବର୍ଷ ଶେଷରେ ସେ ସ୍ତ୍ରୀ ପଲେଷ୍ଟୀୟମାନଙ୍କ ଦେଶରୁ ଫେରି ଆସିଲା; ଆଉ ସେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରିବାକୁ ରାଜାଙ୍କ ନିକଟକୁ ଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି ସାତ ବର୍ଷ ଶେଷରେ ସେ ସ୍ତ୍ରୀ ପଲେଷ୍ଟୀୟମାନଙ୍କ ଦେଶରୁ ଫେରି ଆସିଲା; ଆଉ ସେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରିବାକୁ ରାଜାଙ୍କ ନିକଟକୁ ଗଲା। Viz kapitola |