2 ରାଜାବଳୀ 8:6 - ପବିତ୍ର ବାଇବଲ6 ରାଜା ସ୍ତ୍ରୀଲୋକଟିକୁ ଆସିବାର କାରଣ ପଗ୍ଭରିବାରୁ ସ୍ତ୍ରୀଲୋକଟି ସମସ୍ତ କଥା କହିଲା, ରାଜା ତାକୁ ସାହାଯ୍ୟ କରିବା ପାଇଁ ଏକ କର୍ମଗ୍ଭରୀକୁ ନିଯୁକ୍ତି କରି କହିଲେ, “ତା'ର ଯେଉଁ ସର୍ବସ୍ୱ ଥିଲା ଓ ଏ ଯେଉଁ ଦିନ ଦେଶ ଛାଡ଼ିଲା ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ଏହାର ଜମିର ଉତ୍ପନ୍ନ ଶସ୍ୟର ଫଳ ସେ ସ୍ତ୍ରୀକୁ ଫେରାଇ ଦିଅ।” ସେ ସମସ୍ତ ଫେରି ପାଇଛି ବୋଲି ନିଶ୍ଚିତ ହେଉ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହୁଁ ରାଜା ସେହି ସ୍ତ୍ରୀକି ପଚାରନ୍ତେ, ସେ ତାଙ୍କୁ ଜଣାଇଲା। ତହିଁରେ ରାଜା ତାହା ନିମନ୍ତେ ଏକ କର୍ମଚାରୀକି ନିଯୁକ୍ତ କରି କହିଲେ, ଏହାର ଯେଉଁ ସର୍ବସ୍ଵ ଥିଲା ଓ ଏ ଯେଉଁ ଦିନ ଦେଶ ଛାଡ଼ିଲା, ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ଏହାର କ୍ଷେତ୍ରୋତ୍ପନ୍ନ ସମସ୍ତ ଫଳ ଏହାକୁ ଫେରାଇଦିଅ। Viz kapitolaଓଡିଆ ବାଇବେଲ6 ତହୁଁ ରାଜା ସେହି ସ୍ତ୍ରୀକୁ ପଚାରନ୍ତେ, ସେ ତାଙ୍କୁ ଜଣାଇଲା। ତହିଁରେ ରାଜା ତାହା ନିମନ୍ତେ ଏକ କର୍ମଚାରୀକୁ ନିଯୁକ୍ତ କରି କହିଲେ, “ଏହାର ଯେଉଁ ସର୍ବସ୍ୱ ଥିଲା ଓ ଏ ଯେଉଁ ଦିନ ଦେଶ ଛାଡ଼ିଲା, ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ଏହାର କ୍ଷେତ୍ରୋତ୍ପନ୍ନ ସମସ୍ତ ଫଳ ଏହାକୁ ଫେରାଇଦିଅ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହୁଁ ରାଜା ସେହି ସ୍ତ୍ରୀକୁ ପଚାରନ୍ତେ, ସେ ତାଙ୍କୁ ଜଣାଇଲା। ତହିଁରେ ରାଜା ତାହା ନିମନ୍ତେ ଏକ କର୍ମଚାରୀକୁ ନିଯୁକ୍ତ କରି କହିଲେ, “ଏହାର ଯେଉଁ ସର୍ବସ୍ୱ ଥିଲା ଓ ଏ ଯେଉଁ ଦିନ ଦେଶ ଛାଡ଼ିଲା, ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ଏହାର କ୍ଷେତ୍ରୋତ୍ପନ୍ନ ସମସ୍ତ ଫଳ ଏହାକୁ ଫେରାଇ ଦିଅ।” Viz kapitola |