Online Bible

- Reklamy -




2 ରାଜାବଳୀ 8:7 - ପବିତ୍ର ବାଇବଲ

7 ଇଲୀଶାୟ ଦମ୍ମେଶକରେ ପହଞ୍ଚିଲେ। ଏହି ସମୟରେ ଅରାମର ରାଜା ବି‌ନ୍‌ହଦଦ୍ ପୀଡ଼ିତ ଥିଲେ। ଜଣେ ଲୋକ ବି‌ନ୍‌ହଦ‌ଦଙ୍କୁ କହିଲା, “ପରମେଶ୍ୱରଙ୍କ ଲୋକ ଏ ସ୍ଥାନକୁ ଆସିଅଛନ୍ତି”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଏକ ସମୟରେ ଇଲୀଶାୟ ଦମ୍ମେଶକରେ ଉପସ୍ଥିତ ହେଲେ; ସେତେବେଳେ ଅରାମର ରାଜା ବିନ୍ହଦଦ୍ ପୀଡ଼ିତ ଥିଲା; ପୁଣି ପରମେଶ୍ଵରଙ୍କ ଲୋକ ଏ ସ୍ଥାନକୁ ଆସିଅଛନ୍ତି ବୋଲି ତାହାକୁ ସମ୍ଵାଦ ଦିଆଗଲା।

Viz kapitola kopírovat

ଓଡିଆ ବାଇବେଲ

7 ଏକ ସମୟରେ ଇଲୀଶାୟ ଦମ୍ମେଶକରେ ଉପସ୍ଥିତ ହେଲେ; ସେତେବେଳେ ଅରାମର ରାଜା ବିନ୍‍ହଦଦ୍‍ ପୀଡ଼ିତ ଥିଲା; ପୁଣି ପରମେଶ୍ୱରଙ୍କ ଲୋକ ଏ ସ୍ଥାନକୁ ଆସିଅଛନ୍ତି ବୋଲି ତାହାକୁ ସମ୍ବାଦ ଦିଆଗଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏକ ସମୟରେ ଇଲୀଶାୟ ଦମ୍ମେଶକରେ ଉପସ୍ଥିତ ହେଲେ; ସେତେବେଳେ ଅରାମର ରାଜା ବିନ୍‍ହଦଦ୍‍ ପୀଡ଼ିତ ଥିଲା; “ପୁଣି ପରମେଶ୍ୱରଙ୍କ ଲୋକ ଏ ସ୍ଥାନକୁ ଆସିଅଛନ୍ତି” ବୋଲି ତାହାକୁ ସମ୍ବାଦ ଦିଆଗଲା।

Viz kapitola kopírovat




2 ରାଜାବଳୀ 8:7

Následuj nás:

Reklamy


Reklamy