2 ରାଜାବଳୀ 9:1 - ପବିତ୍ର ବାଇବଲ1 ଇଲୀଶାୟ ଭବିଷ୍ୟଦ୍ବକ୍ତାଙ୍କ ସନ୍ତାନଗଣଙ୍କ ମଧ୍ୟରୁ ଜଣକୁ ଡାକି କହିଲେ, “ତୁମ୍ଭେ କଟିରେ ବସ୍ତ୍ର ବାନ୍ଧି ଏହି ତୈଳଶିଶି ହାତରେ ଧରି ରାମୋତ୍-ଗିଲିୟଦକୁ ଯାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଇଲୀଶାୟ ଭବିଷ୍ୟଦ୍ବକ୍ତା ଭବିଷ୍ୟଦ୍-ବକ୍ତାଗଣର ପୁତ୍ରମାନଙ୍କ ମଧ୍ୟରୁ ଜଣକୁ ଡାକି କହିଲେ, ତୁମ୍ଭ କଟି ବାନ୍ଧ ଓ ଏହି ତୈଳ-ଶିଶି ହସ୍ତରେ ନେଇ ରାମୋତ୍-ଗିଲୀୟଦକୁ ଯାଅ। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଇଲୀଶାୟ ଭବିଷ୍ୟଦ୍ବକ୍ତା ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ମଧ୍ୟରୁ ଜଣକୁ ଡାକି କହିଲେ, “ତୁମ୍ଭ କଟି ବାନ୍ଧ ଓ ଏହି ତୈଳ ଶିଶି ହସ୍ତରେ ନେଇ ରାମୋତ୍-ଗିଲୀୟଦକୁ ଯାଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଇଲୀଶାୟ ଭବିଷ୍ୟଦ୍ବକ୍ତା ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ମଧ୍ୟରୁ ଜଣକୁ ଡାକି କହିଲେ, “ତୁମ୍ଭ କଟି ବାନ୍ଧ ଓ ଏହି ତୈଳ ଶିଶି ହସ୍ତରେ ନେଇ ରାମୋତ୍-ଗିଲୀୟଦକୁ ଯାଅ। Viz kapitola |