2 ରାଜାବଳୀ 9:11 - ପବିତ୍ର ବାଇବଲ11 ଅନନ୍ତର ଯେହୂ ଯେତେବେଳେ ତାଙ୍କର ପ୍ରଭୁର ରାଜା ଅଧିକାରୀମାନଙ୍କ ନିକଟକୁ ଫେରିଲେ। ସେମାନଙ୍କ ମଧ୍ୟରୁ ଜଣେ ଯେହୂଙ୍କୁ ପଗ୍ଭରିଲେ, “ସବୁ ମଙ୍ଗଳ ତ? ସେହି ପାଗଳ ଲୋକ କାହିଁକି ତୁମ୍ଭକୁ ମିଶିବାକୁ ଆସିଲା?” ଯେହୂ ସେବକକୁ କହିଲେ, “ସେ ଲୋକକୁ ଓ ତା'ର ବାତୁଳ ସବୁ ତୁମ୍ଭେ ଜାଣ, ସେ କହନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ତହିଁରେ ଯେହୂ ବାହାର ହୋଇ ଆପଣା ପ୍ରଭୁର ଦାସମାନଙ୍କ ନିକଟକୁ ଆସନ୍ତେ, ଜଣେ ତାଙ୍କୁ ପଚାରିଲା, ସବୁ ମଙ୍ଗଳ ତ? ସେ ବାତୁଳଟି କାହିଁକି ତୁମ୍ଭ କତିକି ଆସିଥିଲା? ତହିଁରେ ସେ ସେମାନଙ୍କୁ କହିଲେ, ସେ ଲୋକକୁ ଓ ତାହାର କଥା କଅଣ, ତୁମ୍ଭେମାନେ ତ ଜାଣ। Viz kapitolaଓଡିଆ ବାଇବେଲ11 ତହିଁରେ ଯେହୂ ବାହାର ହୋଇ ଆପଣା ପ୍ରଭୁର ଦାସମାନଙ୍କ ନିକଟକୁ ଆସନ୍ତେ, ଜଣେ ତାଙ୍କୁ ପଚାରିଲା, “ସବୁ ମଙ୍ଗଳ ତ ? ସେ ବାତୁଳଟି କାହିଁକି ତୁମ୍ଭ ନିକଟକୁ ଆସିଥିଲା ?” ତହିଁରେ ଯେହୂ ସେମାନଙ୍କୁ କହିଲେ, “ସେ ଲୋକକୁ ଓ ତାହାର କଥା କଅଣ, ତୁମ୍ଭେମାନେ ତ ଜାଣ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହିଁରେ ଯେହୂ ବାହାର ହୋଇ ଆପଣା ପ୍ରଭୁର ଦାସମାନଙ୍କ ନିକଟକୁ ଆସନ୍ତେ, ଜଣେ ତାଙ୍କୁ ପଚାରିଲା, “ସବୁ ମଙ୍ଗଳ ତ? ସେ ବାତୁଳଟି କାହିଁକି ତୁମ୍ଭ ନିକଟକୁ ଆସିଥିଲା?” ତହିଁରେ ଯେହୂ ସେମାନଙ୍କୁ କହିଲେ, “ସେ ଲୋକକୁ ଓ ତାହାର କଥା କଅଣ, ତୁମ୍ଭେମାନେ ତ ଜାଣ।” Viz kapitola |