Online Bible

- Reklamy -




2 ରାଜାବଳୀ 9:12 - ପବିତ୍ର ବାଇବଲ

12 ମାତ୍ର ଉଚ୍ଚ ଅଧିକାରୀମାନେ ଉତ୍ତର କଲେ, “ନା! ଆମ୍ଭମାନଙ୍କୁ ସତ୍ୟକଥା କୁହ, ସେ ଲୋକ ତୁମ୍ଭଙ୍କୁ କ’ଣ କହିଲା?” ଯେହୂ ସେହି ଦାସମାନଙ୍କୁ ଯୁବା ଭବିଷ୍ୟ‌ଦ୍‌ବକ୍ତା ଯାହା ଯାହା କହିଥିଲେ ତାହା ସବୁ କହିଲା। ଯେହୂ କହିଲା, “ସଦାପ୍ରଭୁ କୁହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ନୂଆ ରାଜା ଭାବେ ଅଭିଷିକ୍ତ କଲୁ।’”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ଏଥିରେ ସେମାନେ କହିଲେ, ଏ ମିଛ; ଏବେ ଆମ୍ଭମାନଙ୍କୁ କୁହ। ତହୁଁ ସେ କହିଲେ, ସେ ମୋତେ ଏପରି ଏପରି କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ।

Viz kapitola kopírovat

ଓଡିଆ ବାଇବେଲ

12 ଏଥିରେ ସେମାନେ କହିଲେ, “ଏ ମିଛ; ଏବେ ଆମ୍ଭମାନଙ୍କୁ କୁହ।” ତହୁଁ ଯେହୂ କହିଲେ, “ସେ ମୋତେ ଏପରି ଏପରି କହିଲା, ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ।’”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିରେ ସେମାନେ କହିଲେ, “ଏ ମିଛ; ଏବେ ଆମ୍ଭମାନଙ୍କୁ କୁହ।” ତହୁଁ ଯେହୂ କହିଲେ, “ସେ ମୋତେ ଏପରି ଏପରି କହିଲା, ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ।’”

Viz kapitola kopírovat




2 ରାଜାବଳୀ 9:12

Následuj nás:

Reklamy


Reklamy