Online Bible

- Reklamy -




2 ରାଜାବଳୀ 9:14 - ପବିତ୍ର ବାଇବଲ

14 ଅନନ୍ତର ନି‌ମ୍‌ଶିଙ୍କର ପୌତ୍ର, ଯିହୋଶାଫ‌ଟଙ୍କ ପୁତ୍ର ଯେହୂ ଯୋରାମଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ। ସେ ସମୟରେ ଯୋରାମ ଓ ସମସ୍ତ ଇସ୍ରାଏଲୀୟ ଅରାମର ରାଜା ହସାୟେଲଠାରୁ ରାମୋତ୍-ଗିଲିୟଦକୁ ରକ୍ଷା କରିବାକୁ ଚେଷ୍ଟା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଏଥିରେ ନିମ୍ଶିଙ୍କର ପୌତ୍ର ଯିହୋଶାଫଟଙ୍କର ପୁତ୍ର ଯେହୂ ଯୋରାମ୍ଙ୍କ ବିରୁଦ୍ଧରେ ଚକ୍ରା; କଲେ। (ସେସମୟରେ ଯୋରାମ୍ ଓ ସମସ୍ତ ଇସ୍ରାଏଲ ଅରାମର ରାଜା ହସାୟେଲଠାରୁ ରାମୋତ୍-ଗିଲୀୟଦ ରକ୍ଷା କରୁଥିଲେ।

Viz kapitola kopírovat

ଓଡିଆ ବାଇବେଲ

14 ଏଥିରେ ନିମ୍‍ଶିଙ୍କର ପୌତ୍ର ଯିହୋଶାଫଟ୍‍ଙ୍କର ପୁତ୍ର ଯେହୂ ଯୋରାମ୍‍ଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ। (ସେସମୟରେ ଯୋରାମ୍‍ ଓ ସମସ୍ତ ଇସ୍ରାଏଲ ଅରାମର ରାଜା ହସାୟେଲଠାରୁ ରାମୋତ୍‍-ଗିଲୀୟଦ ରକ୍ଷା କରୁଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଥିରେ ନିମ୍‍ଶିଙ୍କର ପୌତ୍ର ଯିହୋଶାଫଟ୍‍ଙ୍କର ପୁତ୍ର ଯେହୂ ଯୋରାମ୍‍ଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ। (ସେସମୟରେ ଯୋରାମ୍‍ ଓ ସମସ୍ତ ଇସ୍ରାଏଲ ଅରାମର ରାଜା ହସାୟେଲଠାରୁ ରାମୋତ୍‍-ଗିଲୀୟଦ ରକ୍ଷା କରୁଥିଲେ।

Viz kapitola kopírovat




2 ରାଜାବଳୀ 9:14

Následuj nás:

Reklamy


Reklamy