Online Bible

- Reklamy -




2 ରାଜାବଳୀ 9:17 - ପବିତ୍ର ବାଇବଲ

17 ଜଣେ ବିଶ୍ୱାସ ଯୋଗ୍ୟ ପ୍ରହରୀ ଯିଷ୍ରିୟେଲର ଦୁର୍ଗ ଉପରେ ଛିଡ଼ା ହୋଇ ଦେଖିଲା, ଯେହୂର ବଡ଼ ଦଳ ଆସୁଅଛନ୍ତି। ସେ ଯୋରାମ ନିକଟକୁ ଯାଇ କହିଲେ, “ମୁଁ ଏକ ବଡ଼ ଦଳ ଲୋକ ଆସିବାର ଦେଖୁଛି।” ଯୋରାମ ତାଙ୍କୁ କହିଲେ, “ଜଣେ ଅଶ୍ୱାରୋହୀକୁ ପଠାଅ ସେ ସେମାନଙ୍କୁ ସାକ୍ଷାତ କରୁ ଓ ସେମାନଙ୍କୁ ପଗ୍ଭରୁ, ଯଦି ତାଙ୍କର ପରିଭ୍ରମଣ ଶାନ୍ତିରେ ତ?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ସେତେବେଳେ ପ୍ରହରୀ ଯିଷ୍ରିୟେଲ-ଦୁର୍ଗ ଉପରେ ଠିଆ ହୋଇଥିଲା, ପୁଣି ଯେହୂ ଆସୁ ଆସୁ ପ୍ରହରୀ ତାଙ୍କର ଲୋକଦଳକୁ ନିରୀକ୍ଷଣ କରି କହିଲା, ମୁଁ ଏକ ଦଳ ଲୋକ ଦେଖୁଅଛି। ତହିଁରେ ଯୋରାମ୍ କହିଲେ, ଜଣେ ଅଶ୍ଵାରୋହୀକି ନେଇ ସେମାନଙ୍କୁ ଭେଟିବା ପାଇଁ ପଠାଅ ଓ ସେ ପଚାରୁ, କୁଶଳ କି?

Viz kapitola kopírovat

ଓଡିଆ ବାଇବେଲ

17 ସେତେବେଳେ ଯିଷ୍ରିୟେଲ ଦୁର୍ଗ ଉପରେ ପ୍ରହରୀ ଠିଆ ହୋଇଥିଲା, ପୁଣି ଯେହୂ ଆସୁ ଆସୁ ପ୍ରହରୀ ତାଙ୍କର ଲୋକଦଳକୁ ଦେଖି କରି କହିଲା, “ମୁଁ ଏକ ଦଳ ଲୋକ ଦେଖୁଅଛି।” ତହିଁରେ ଯୋରାମ୍‍ କହିଲେ, “ଜଣେ ଅଶ୍ୱାରୋହୀକୁ ନେଇ ସେମାନଙ୍କୁ ସାକ୍ଷାତ କରିବା ପାଇଁ ପଠାଅ ଓ ସେ ପଚାରୁ, ‘କୁଶଳ କି ?’”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେତେବେଳେ ଯିଷ୍ରିୟେଲ ଦୁର୍ଗ ଉପରେ ପ୍ରହରୀ ଠିଆ ହୋଇଥିଲା, ପୁଣି ଯେହୂ ଆସୁ ଆସୁ ପ୍ରହରୀ ତାଙ୍କର ଲୋକଦଳକୁ ଦେଖି କରି କହିଲା, “ମୁଁ ଏକ ଦଳ ଲୋକ ଦେଖୁଅଛି।” ତହିଁରେ ଯୋରାମ୍‍ କହିଲେ, “ଜଣେ ଅଶ୍ୱାରୋହୀକୁ ନେଇ ସେମାନଙ୍କୁ ସାକ୍ଷାତ କରିବା ପାଇଁ ପଠାଅ ଓ ସେ ପଚାରୁ, ‘କୁଶଳ କି?’”

Viz kapitola kopírovat




2 ରାଜାବଳୀ 9:17

Následuj nás:

Reklamy


Reklamy