Online Bible

- Reklamy -




2 ରାଜାବଳୀ 9:18 - ପବିତ୍ର ବାଇବଲ

18 ତେଣୁ ଦୂତ ଅଶ୍ୱ ପୃଷ୍ଠରେ ଯାଇ ଯେହୂଙ୍କୁ ସାକ୍ଷାତ କରି ପଗ୍ଭରିଲେ, “ରାଜା ଯୋରାମ ଜାଣିବାକୁ ଗ୍ଭହାନ୍ତି, ‘ତୁମ୍ଭେ ଶାନ୍ତି ଉଦ୍ଦେଶ୍ୟରେ ଆସିଛ ତ?’” ତେଣୁ ଯେହୂ କହିଲେ, “ତୁମ୍ଭର କୁଶଳରେ କିଛି ଯାଏ ଆସେ ନାହିଁ। ଆମ୍ଭ ପଛେ ପଛେ ଆସ।” ପ୍ରହରୀ ଜଣକ ଯୋରାମକୁ କହିଲେ, “ଦୂତ ସେ ଦଳଙ୍କ ନିକଟକୁ ଯାଇ ଏପର୍ଯ୍ୟନ୍ତ ଫେରିଲା ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ତହିଁରେ ଜଣେ ଅଶ୍ଵ ଚଢ଼ି ତାଙ୍କୁ ଭେଟିବାକୁ ଯାଇ କହିଲା, ରାଜା ପଚାରୁଅଛନ୍ତି, କୁଶଳ କି? ତହିଁରେ ଯେହୂ କହିଲେ, କୁଶଳରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋʼ ପଛକୁ ଯାଅ। ଏଥିରେ ପ୍ରହରୀ ଜଣାଇ କହିଲା, ଦୂତ ସେମାନଙ୍କ ନିକଟକୁ ଗଲା, ମାତ୍ର ସେ ଫେରି ଆସୁ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

18 ତହିଁରେ ଜଣେ ଅଶ୍ୱ ଚଢ଼ି ତାଙ୍କୁ ସାକ୍ଷାତ କରିବାକୁ ଯାଇ କହିଲା, “ରାଜା ପଚାରୁଅଛନ୍ତି, ‘କୁଶଳ କି ?’” ତହିଁରେ ଯେହୂ କହିଲେ, “କୁଶଳରେ ତୁମ୍ଭର କଅଣ ଅଛି ? ତୁମ୍ଭେ ମୋ’ ପଛକୁ ଯାଅ।” ଏଥିରେ ପ୍ରହରୀ ଜଣାଇ କହିଲା, “ଦୂତ ସେମାନଙ୍କ ନିକଟକୁ ଗଲା, ମାତ୍ର ସେ ଫେରି ଆସୁ ନାହିଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତହିଁରେ ଜଣେ ଅଶ୍ୱ ଚଢ଼ି ତାଙ୍କୁ ସାକ୍ଷାତ କରିବାକୁ ଯାଇ କହିଲା, “ରାଜା ପଚାରୁଅଛନ୍ତି, ‘କୁଶଳ କି?’” ତହିଁରେ ଯେହୂ କହିଲେ, “କୁଶଳରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋʼ ପଛକୁ ଯାଅ।” ଏଥିରେ ପ୍ରହରୀ ଜଣାଇ କହିଲା, “ଦୂତ ସେମାନଙ୍କ ନିକଟକୁ ଗଲା, ମାତ୍ର ସେ ଫେରିଆସୁ ନାହିଁ।”

Viz kapitola kopírovat




2 ରାଜାବଳୀ 9:18

Následuj nás:

Reklamy


Reklamy