2 ରାଜାବଳୀ 9:22 - ପବିତ୍ର ବାଇବଲ22 ଯୋରାମ ଯେହୂଙ୍କୁ ଦେଖି ପଗ୍ଭରିଲେ, “ହେ ଯେହୂ, ତୁମ୍ଭେ ଶାନ୍ତିର ସହିତ ଆସିଛ ତ?” ଯେହୂ ଉତ୍ତର କଲେ, “ଯେପର୍ଯ୍ୟନ୍ତ ତୁମ୍ଭ ମାତା ଇଷେବଲ୍ ନାନା ବ୍ୟଭିଗ୍ଭର ଓ ମାୟାବତୀ କାର୍ଯ୍ୟରେ ସଂପୃକ୍ତ ଅଛନ୍ତି, କି ଶାନ୍ତ ଏଠାରେ ଅଛି?” Viz kapitolaପବିତ୍ର ବାଇବଲ (Re-edited) - (BSI)22 ପୁଣି ଯୋରାମ୍ ଯେହୂଙ୍କୁ ଦେଖନ୍ତେ, ତାଙ୍କୁ ପଚାରିଲେ, ଯେହୂ କୁଶଳ କି? ତହିଁରେ; ସେ ଉତ୍ତର କଲେ, ଯେଯାଏ ତୁମ୍ଭ ମାତା ଈଷେବଲ୍ର ଏତେ ବ୍ୟଭିଚାର ଓ ମାୟାବିତ୍ଵ ଅଛି, ସେଯାଏ କି କୁଶଳ? Viz kapitolaଓଡିଆ ବାଇବେଲ22 ପୁଣି ଯୋରାମ୍ ଯେହୂଙ୍କୁ ଦେଖନ୍ତେ, ତାଙ୍କୁ ପଚାରିଲେ, “ଯେହୂ କୁଶଳ କି ?” ତହିଁରେ; ସେ ଉତ୍ତର କଲେ, “ଯେପର୍ଯ୍ୟନ୍ତ ତୁମ୍ଭ ମାତା ଈଷେବଲ୍ର ଏତେ ବ୍ୟଭିଚାର ଓ ମାୟାବୀତ୍ୱ ଅଛି, ସେପର୍ଯ୍ୟନ୍ତ କି କୁଶଳ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି ଯୋରାମ୍ ଯେହୂଙ୍କୁ ଦେଖନ୍ତେ, ତାଙ୍କୁ ପଚାରିଲେ, “ଯେହୂ କୁଶଳ କି?” ତହିଁରେ; ସେ ଉତ୍ତର କଲେ, “ଯେପର୍ଯ୍ୟନ୍ତ ତୁମ୍ଭ ମାତା ଈଷେବଲ୍ର ଏତେ ବ୍ୟଭିଚାର ଓ ମାୟାବୀତ୍ୱ ଅଛି, ସେପର୍ଯ୍ୟନ୍ତ କି କୁଶଳ?” Viz kapitola |