2 ରାଜାବଳୀ 9:23 - ପବିତ୍ର ବାଇବଲ23 ଏଥିରେ ଯୋରାମ ଆପଣା ରଥ ବୁଲାଇ ପଳାୟନ କଲେ। ଯୋରାମ ଅହସିୟଙ୍କୁ କହିଲେ, “ହେ ଅହସିୟ, ଶଠତା ହେଲା।” Viz kapitolaପବିତ୍ର ବାଇବଲ (Re-edited) - (BSI)23 ଏଥିରେ ଯୋରାମ୍ ଆପଣା ହସ୍ତ ଫେରାଇ ପଳାଇଲେ ଓ ଅହସୀୟଙ୍କୁ କହିଲେ, ହେ ଅହସୀୟ, ଶଠତା ହେଲା। Viz kapitolaଓଡିଆ ବାଇବେଲ23 ଏଥିରେ ଯୋରାମ୍ ଆପଣା ହସ୍ତ ଫେରାଇ ପଳାଇଲେ ଓ ଅହସୀୟଙ୍କୁ କହିଲେ, “ହେ ଅହସୀୟ, ବିଶ୍ୱାସଘାତକତା ହେଲା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିରେ ଯୋରାମ୍ ଆପଣା ହସ୍ତ ଫେରାଇ ପଳାଇଲେ ଓ ଅହସୀୟଙ୍କୁ କହିଲେ, “ହେ ଅହସୀୟ, ବିଶ୍ୱାସଘାତକତା ହେଲା।” Viz kapitola |